ତିନିରଥରେ ବିଜେହେଲା ମହାପ୍ରଭୁଙ୍କ ଆଜ୍ଞାମାଳ; ରଥରେ ବାଜିଲା କାହାଳୀ…
ପୁରୀ: ଆସନ୍ତାକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କେବଳ ଓଡ଼ିଶା କି ଭାରତ ନୁହେଁ ବରଂ ବିଶ୍ୱରେ ଥିବା ମହାପ୍ରଭୁଙ୍କର କୋଟି କୋଟି ଶ୍ରଦ୍ଧାଳୁଙ୍କ ମନରେ ରଥଯାତ୍ରା ଲାଗି ଭରି ରହିଛି ଅହେତୁକ ଉତ୍କଣ୍ଠା । ସିଂହଦ୍ୱାର ସମ୍ମୁଖସ୍ଥ ବଡ଼ଦାଣ୍ଡରେ ମହାପ୍ରଭୁ…