ଅଯୋଧ୍ୟା ବିବାଦ: ସୁପ୍ରିମକୋର୍ଟଙ୍କ ରାୟରେ ସନ୍ତୁଷ୍ଟ ନାହାଁନ୍ତି ମୁସଲିମ ପକ୍ଷ
ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ଚୂଡାନ୍ତ ରାୟ ଶନିବାର ଦିନ ସୁପ୍ରିମକୋର୍ଟ ପ୍ରକାଶ କରିଛନ୍ତି ।
ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣକୁ ଅନୁମତି ପ୍ରଦାନ…