Latest Odisha News

BREAKING NEWS

ଦେଶର ୬୫ ପ୍ରତିଶତ ସଂକ୍ରମିତ କେବଳ ଚାରିଟି ରାଜ୍ୟର

ନୂଆଦିଲ୍ଲୀ: ଗୋଟିଏ ଦିନରେ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ବାହାରିଛନ୍ତି ୧୪ ହଜାର ୫୧୬ ଭୂତାଣୁ ସଂକ୍ରମିତ । ଏହି ସମୟରେ ୩୭୫ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୯୫ ହଜାର ୪୮କୁ ବୃଦ୍ଧି ପାଇଛି । ୧୨…

୧୮ ଏନଡିଆରଏଫ୍‌/ଅଗ୍ନିଶମ କର୍ମୀଙ୍କ ସମେତ ଓଡିଶାରେ ଆଉ ୧୭୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୮୫୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଗାଡି ଚାଳକଙ୍କୁ ଆଶ୍ୱସ୍ତି; ସେପ୍ଟେମ୍ବର ୩୦ ଯାଏଁ ବଢିଲା ଗାଡି ଡକ୍ୟୁମେଣ୍ଟ ବୈଧତା

ଭୁବନେଶ୍ୱର: ଦେଶରେ ଦିନକୁ ଦିନ କରୋନା ପରିସ୍ଥିତି ଅଣାୟତ ହେଉଥିବା ଯୋଗୁଁ ଜନସାଧାରଣଙ୍କ ସୁରକ୍ଷା ଲାଗି ଗାଡି ସମ୍ବନ୍ଧୀୟ ସମସ୍ତ କାଗଜପତ୍ରର ଅବଧିକୁ ବଢାଇଛନ୍ତି କେନ୍ଦ୍ର ସରକାର । ଯାହାଫଳରେ ଫେବୃଆରୀ ୧ରୁ ସରୁଥିବା ଗାଡି ଡକ୍ୟୁମେଣ୍ଟ ଗୁଡିକୁ ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ଯାଏଁ…

ଭାରତରେ ୨୪ ଘଣ୍ଟାରେ ୧୪ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୩୭୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୩,୯୫,୦୪୮କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

୧୪ ଦିନ ଧରି ଲଗାତାର ବଢୁଛି ପେଟ୍ରୋଲ-ଡିଜେଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ତୈଳଦର ଦିନକୁ ଦିନ ବଢୁଥିବା ବେଳେ ଶନିବାର ଦିନ ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ଥରେ ବୃଦ୍ଧି ଘଟିଛି । ସୂଚନା ଅନୁଯାୟୀ ଆଜି ପେଟ୍ରୋଲ ଲିଟର ପିଛା ପାଖାପାଖି ୫୧ରୁ ୫୩ ପଇସା ବଢିଥିବାବେଳେ ଡିଜେଲ୍ ଲି. ପିଛା ୬୧ରୁ ୬୩ ପଇସା ବଢିଛି । ଏହାଫଳରେ ଆଜି ମୁମ୍ବାଇରେ ପେଟ୍ରୋଲ…

ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ

କଳାହାଣ୍ଡି : ଭିଜିଲାନ୍ସ ହାତରେ ଧରା ପଡିଲେ ଲାଞ୍ଚୁଆ ପୋଲିସ ବାବୁ । କଳାହାଣ୍ଡି ଥୁଆମୂଳ ରାମପୁର ଥାନା ମହୁଲପାଟଣା ଫାଣ୍ଡିର ଏଏସ୍‌ଆଇ ମଳୟ ରଂଜନ ରଣା ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଛନ୍ତି । ସ୍ଥାନୀୟ ଅଂଚଳର ଜଣେ ବ୍ୟକ୍ତିଙ୍କ ଏକ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରକୁ ଛାଡିଦେବା…

ରାଜ୍ୟସଭା ନିର୍ବାଚନ ରେଜଲ୍ଟ: ବିଜେପିକୁ ୮ ଓ କଂଗ୍ରେସ ଖାତାରେ ୪ ଆସନ

ନୂଆଦିଲ୍ଲୀ: ୮ଟି ରାଜ୍ୟର ୧୯ଟି ରାଜ୍ୟସଭା ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ବିଜେପି ୮ଟି ଆସନ ହାତେଇଥିବା ବେଳେ କଂଗ୍ରେସ ଖାତାରେ ପଡିଛି ଚାରିଟି ସିଟ୍ । କିଛି ରାଜ୍ୟରେ କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା । ଅନ୍ୟସ୍ଥାନରେ ସ୍ଥାନୀୟ…

ସୁପ୍ରିମକୋର୍ଟରେ ପିଟିସନର ସୋମବାର ଶୁଣାଣିକୁ ଅପେକ୍ଷା, ନ ହେଲେ ହେବ ବିକଳ୍ପ ଚିନ୍ତା: ଗଜପତି

ପୁରୀ : ରଥଯାତ୍ରା ହେବ ନାହିଁ ବୋଲି ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶ ପରେ ଭାଙ୍ଗିପଡିଥିଲେ ଶ୍ରଦ୍ଧାଳୁ ଓ ଜଗନ୍ନାଥ ପ୍ରେମୀ । କିନ୍ତୁ ଗତକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଏ ନେଇ କିଛିଟା ଆଶା ଦେଖାଦେଇଛି । ବୈଠକ ପରେ ଗଜପତି ଦିବ୍ୟସିଂହ ଦେବ କହିଛନ୍ତି ଯେ, ସୋମବାର ଦିନ…

ସିଡିଏମଓ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମଓ), ସ୍ପେଶାଲିଷ୍ଟ୍ ଏବଂ ଅନ୍ୟାନ୍ୟ ପଦବୀ ସ୍ତରରେ ପରିବର୍ତ୍ତନ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି । ଜାଣନ୍ତୁ, ସେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୨୦-୬-୨୦୨୦  ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା  ଜୁନ  ତା ୨୦ ରିଖ  ଶନିବାର ମିଥୁନ ୬  ଦିନ ଆଷାଢ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଭୁକ୍ତ  ଅମାବାସ୍ୟା ତିଥି ରୋହିଣୀ ନକ୍ଷତ୍ର ଦିନ ୧୨ଟା ୫ମିନିଟ୍ ପର୍ଯ୍ୟନ୍ତ ଏହା ପରେ ମୃଗଶିରା ନକ୍ଷତ୍ର ବୃଷ  ଚନ୍ଦ୍ର…