Latest Odisha News

BREAKING NEWS

୧୦ ଭାରତୀୟ ଯବାନଙ୍କୁ ଛାଡିଲା ଚୀନ !

ନୂଆଦିଲ୍ଲୀ: ଭାରତ ଓ ଚୀନ ମଧ୍ୟରେ ଗତ ଜୁନ୍ ୧୫ ତାରିଖ ଦିନ ଗଲୱାନ ଘାଟିରେ ହୋଇଥିବା ମୁହାଁମୁହିଁ ଘଟଣାରେ ଭାରତର ପାଖାପାଖି ୨୦ ଯବାନ ନିହତ ହୋଇଥିଲେ । ବର୍ତ୍ତମାନ ସମୟରେ ଏସମ୍ପର୍କୀତ ଏକ ବଡ ଘଟଣା ସାମ୍ନାକୁ ଆସିଛି । ଜାତୀୟ ଗଣମାଧ୍ୟମ ‘ହିନ୍ଦୁସ୍ତାନ ଟାଇମ୍ସ’ରେ ପ୍ରକାଶିତ ରିପୋର୍ଟ…

ଓଡିଶାରେ ଆଉ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୪୬ଶହ ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୬୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୬୭୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଅନାଦର ନୁହେଁ, ଗ୍ରହଣ କରନ୍ତୁ…

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଶୀର୍ଷକଟି ଶୁଣିବାକୁ ଟିକେ ଅଲଗା ଲାଗୁଛି । ହେଲେ ଏହାର ମର୍ମକୁ ବୁଝିଲେ ଆପଣ ବି ଏଇ କଥାକୁ ଦୋହରାଇବେ । ପୂର୍ବରୁ ଆପଣଙ୍କ ଠାରେ ଚାଷୀର ମର୍ମବେଦନାକୁ ନିଜ ପାରୁ ପର୍ଯ୍ୟନ୍ତ ଉପସ୍ଥାପନ ବି କରିଛି । ତେବେ ଏଇ…

ମୋହନା ଅଡବା ନିକଟରେ ଓଲଟିଲା ବସ୍‌, ୧୨ ଯାତ୍ରୀ ଆହତ

ମୋହନା: ରାୟଗଡାରୁ କଟକ ଯାଉଥିବା ଏକ ଘରୋଇ ବସ୍ ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଛି । ଫଳରେ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଅଡବା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମକେସିଜିକୁ ପଠାଇଛି । ସୂଚନା…

ହାତୀ ଆକ୍ରମଣରେ ଭିନ୍ନ ଭିନ୍ନ ସ୍ଥାନରେ ୨ ମୃତ

ଅନୁଗୁଳ/ସମ୍ବଲପୁର: ଅନୁଗୁଳ ଜିଲ୍ଲା ବନ୍ତଳା ଅଞ୍ଚଳ ବାରଗୌଣିଆ ଗ୍ରାମରେ ହାତୀ ଆକ୍ରମଣରେ ଆଜି ( ଶୁକ୍ରବାର) ପୁଣି ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ବାରଗୌଣିଆ ଗ୍ରାମର ସୁଦାମ ପ୍ରଧାନ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ସୁଦାମ ଆଜି ସକାଳେ ଗାଁ ପାଖ ଜଙ୍ଗଲକୁ ଡାଳ ସଂଗ୍ରହ କରିବାକୁ…

ଉଗ୍ର ହେଉଛି କରୋନା; ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୧୩ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩୬ ମୃତ

ନୂଆଦିଲ୍ଲୀ: ଭାରତରେ ମୃତ୍ୟୁର ବିଭୀଷିକା ରଚିବା ଆରମ୍ଭ କଲାଣି କରୋନା । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦେଶର ପ୍ରାୟ ସମସ୍ତ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ…

ରୋଟାରି କ୍ଲବ ତରଫରୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପଞ୍ଚାୟତ ସମିତି କାର୍ଯ୍ୟାଳୟକୁ ସାନାଟାଇଜ୍ ମେସିନ ପ୍ରଦାନ

ବେଲଗୁଣ୍ଠା: କରୋନା ମହାମାରୀ ବର୍ତ୍ତମାନ ସମାଜ ପାଇଁ ଏକ ଜରୁରୀକାଳୀନ ଆହ୍ୱାନ ହୋଇଥିବା ବେଳେ ସମାଜର ପ୍ରତି ବର୍ଗର ଲୋକଙ୍କ ଲଢ଼େଇ କରୋନା ସହ ଜାରି ରହିଛି ।କରୋନାକୁ ଦୁରେଇ ରଖିବା ପାଇଁ ପ୍ରଶାସନ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ ତରଫରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ମଧ୍ୟ କରାଯାଉଛି…

ଗାଁ ନା କରୋନା: ପ୍ରବେଶ କରିବାକୁ ଡରୁଛନ୍ତି ଲୋକ !

ଲକ୍ଷ୍ନୌ: ସାରା ବିଶ୍ୱରେ କୋକୁଆ ଭୟ ସୃଷ୍ଟି କରିଛି କରୋନା । ଭାରତରେ ମଧ୍ୟ ଏହାର ପ୍ରକୋପ କିଛି କମ୍ ନୁହେଁ ।ଏପରି ସଙ୍କଟ ସମୟରେ ସମ୍ନାକୁ ଆସିଛି ଏକ ନିଆରା ଚିତ୍ର। ଉତ୍ତରପ୍ରଦେଶର ସୀତାପୁର ଜିଲ୍ଲା ରହିଛି ଏକ ଗାଁ, ଯାହାର ନାଁ କରୋନା । ଏହି ଗାଁର ଗ୍ରାମବାସୀଙ୍କ ଦୁଃଖ କହିଲେ ନସରେ।…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ସମ୍ପନ୍ନ ହେବ ୨ ଶହୀଦ ଓଡ଼ିଆ ଯବାନଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ଲଦାଖ ଗଲୱାନ୍ ଘାଟିରେ ଭାରତ ଓ ଚୀନ ସେନା ମଧ୍ୟରେ ହୋଇଥିବା ସଂଘର୍ଷରେ ଶହୀଦ ହୋଇଥିବା ୨ ବୀର ଓଡ଼ିଆ ଯବାନଙ୍କୁ ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଦିଆଯିବ ଅନ୍ତିମ ବିଦାୟ । ନିଜ ଜନ୍ମମାଟିରେ ଗାର୍ଡ ଅଫ୍‌ ଅନର ସହ ସମ୍ପନ୍ନ ହେବ ୨ ବୀର ଯବାନଙ୍କ ଶେଷକୃତ୍ୟ। ସୂଚନାଯୋଗ୍ୟ,…

ଲଗାତାର ୧୩ ଦିନ ପାଇଁ ବୃଦ୍ଧି ପାଇଲା ତେଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ସଙ୍କଟକୁ ଅନ୍ୟପଟେ ଖାଉଟିଙ୍କୁ ଚିନ୍ତାରେ ପକାଉଛି ମହଙ୍ଗା ମାଡ଼।ଆଜି ମଧ୍ୟ ବଢିଛି ପେଟ୍ରୋଲ, ଡିଜେଲ ଦର । ଲଗାତାର ଦ୍ଵାଦଶ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୫୬ ପଇସା ଓ ୬୩ ପଇସା ବୃଦ୍ଧି ପାଇଛି। ସକାଳ…