Latest Odisha News

BREAKING NEWS

ଯାତ୍ରୀ ହେଉନ’ଥିବା ଯୋଗୁଁ ଚିନ୍ତାରେ ବସ୍ ମାଲିକ: ବନ୍ଦ କରିପାରନ୍ତି ସେବା

ଭୁବନେଶ୍ୱର: କରୋନା ମହାମାରୀ ଦ୍ରୁତଗତିରେ ବଢି ଚାଲିଥିବା ବେଳେ ଜନସାଧାରଣ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ଚେଷ୍ଟା କରୁଛନ୍ତି । ତେବେ କରୋନା ଭୂତାଣୁ ସଂକ୍ରମଣ ଭୟରେ ମଧ୍ୟ ସାଧାରଣ ଯାତ୍ରୀ ବସରେ ଯାତ୍ରା କରିବାକୁ ପସନ୍ଦ କରୁନାହାନ୍ତି । କ୍ଷତି ସହୁଛନ୍ତି ବସ୍ ମାଲିକ । ତେଣୁ ଘରୋଇ…

ସହିଦ ୨ ଓଡ଼ିଆ ଯବାନଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ପୂର୍ବ ଲଦାଖର ଗଲୱାନା ଘାଟିରେ ସହିଦ ହୋଇଥିବା ଦୁଇ ଓଡ଼ିଆ ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ରାଶି ପ୍ରଦାନ କରାଯିବ । ସେପଟେ…

ଚୀନ ପାଇଁ ଭାରତ ଜଳ,ସ୍ଥଳ ଓ ଆକାଶରେ ପ୍ରସ୍ତୁତ

ନୂଆଦିଲ୍ଲୀ:ଚୀନ-ଭାରତ ସଂଘର୍ଷ କେଉଁ ରୂପ ନେବ ତାହା ସ୍ପଷ୍ଟ ହୋଇ ନାହିଁ । ତଥାପି ଚୀନର ବିଶ୍ୱାସଘାତକତା ପରେ ଭାରତ ସମ୍ପୂର୍ଣ୍ଣ ଭାବେ ସତର୍କ ହୋଇଯାଇଛି । କେନ୍ଦ୍ର ସରକାର ବୁଧବାର ଆର୍ମି , ନେଭି ଓ ଏୟାରଫୋର୍ସକୁ ହାଇ ଆଲର୍ଟରେ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଯବାନଙ୍କ ଛୁଟି ବାତିଲ…

ଭୁବନେଶ୍ୱରରୁ ପୁଣି ୧୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଥରେ କରୋନା ତାର କାୟା ମେଲାଇବାରେ ଲାଗିଛି । ଆଜି ଖୋର୍ଦ୍ଧାରୁ ଚିହ୍ନଟ ହୋଇଥିବା ୨୫ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରେ ଭୁବନେଶ୍ୱରର ୧୭ ପଜିଟିଭ ଅଛନ୍ତି । ସେମାନଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଂଟିନ ସେଂଟରର ହୋଇଥିବା ବେଳେ ୩ ଟି ଲୋକାଲ କେସ୍ ରହିଛି । ଏନେଇ…

ପରିବାରବାଦ ବିରୋଧରେ ଅନଲାଇନରେ ପିଟିଶନ: ୩୨ ଘଂଟାରେ ୧୩ ଲକ୍ଷ ଲୋକ ସାଇନ କଲେ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଭାରତୀୟ ଫିଲ୍ମ ପ୍ରଶଂସକଙ୍କୁ ଚିନ୍ତା କରିବା ପାଇଁ ସୁଯୋଗ ଦେଇଛି । ଏହାର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଛି । ସୋସିଆଲ ମିଡିଆରେ ଜୟଶ୍ରୀ ଶର୍ମା ଶ୍ରୀକାନ୍ତ ପରିବାରବାଦକୁ ବହିଷ୍କାର କରିବା ପାଇଁ ଅନଲାଇନ ପିଟିଶନ ଆରମ୍ଭ କରିଥିଲେ । ୩୨ ଘଂଟା…

ଶାନ୍ତି ପାଇଁ ଭାରତ-ଚୀନ ସହମତି, ଫୋନ୍‌ରେ ୱାଙ୍ଗ ୟିଙ୍କ ସହ କଥା ହେଲେ ଜୟଶଙ୍କର

ନୂଆଦିଲ୍ଲୀ: ଘାଟିରେ ଶାନ୍ତି ପାଇଁ ସହମିତି ପ୍ରକାଶ କଲେ ଭାରତ-ଚୀନ । ଲଦାଖର ଗଲୱାନ ଘାଟିରେ ସୋମବାର ରାତିରେ ଘଟିଥିବା ସଂଘର୍ଷ ପରେ ଭାରତର ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଚାଇନାର ପ୍ରତିପକ୍ଷ ୱାଙ୍ଗ ୟିଙ୍କ ସହ ଆଲୋଚନା କରିଛନ୍ତି । ଦୁହେଁ ଫୋନ୍ ଯୋଗେ କଥା ହୋଇଛନ୍ତି । ଏହି…

ବ୍ୟର୍ଥ ଯିବନି ଯବାନଙ୍କ ବଳିଦାନ: ମୋଦି

ନୂଆଦିଲ୍ଲୀ: ଭାରତ ଶାନ୍ତି ଚାହେଁ, କିନ୍ତୁ ଉସକାଇଲେ କଡା ଜବାବ ବି ଦିଏ । ଭାରତ-ଚୀନ ସୀମା ଲଢେଇରେ ବଳିଦାନ ଦେଇଥିବା ଯବାନଙ୍କ ପାଇଁ ୨ ମିନିଟ ନିରବ ପ୍ରାର୍ଥନା କରିଛନ୍ତି  ପ୍ରଧାନମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ଆରମ୍ଭରୁ ଯବାନଙ୍କ ପାଇଁ ଶ୍ରଦ୍ଧାଂଜଳି ଜଣାଇ ନିରବ ପ୍ରାର୍ଥନା…

ମହିଳା ରୋଗୀଙ୍କୁ ଅସଦାଚରଣ ଅଭିଯୋଗରେ ପୂର୍ବତନ ସିଡିଏମ୍‌ଓ ଗିରଫ

ଖୋର୍ଦ୍ଧା : ମହିଳା ରୋଗୀଙ୍କୁ ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ । କ୍ଲିନିକରେ ଚେକ୍ ଅପ୍ ବେଳେ ଖୋର୍ଦ୍ଧା ଜିଲ୍ଲାର ପୂର୍ବତନ ସିଡିଏମ୍‌ଓ ବୈଦ୍ୟନାଥ ନାୟକ ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଛି । ଅଭିଯୋଗକାରିଣୀଙ୍କ…

୧୩ ଜିଲ୍ଲାରୁ ସୁସ୍ଥ ହେଲେ ଆଉ ୭୩ କରୋନା ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ତ ହୋଇଛନ୍ତି ୭୩ ଜଣ କରୋନା ସଂକ୍ରମିତ । ୧୩ଟି ଜିଲ୍ଲାରୁ ଏହି ସଂକ୍ରମିତମାନେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୪୭ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।…

କରୋନାରେ ଆକ୍ରାନ୍ତ ହେଲେ ‘ଆପ୍‌’ ବିଧାୟିକା

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ବିଧାୟିକା ଅତିଶୀ ବୁଧବାର ଦିନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଆଇଏଏନଏସରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି । ଅଧିକ ପଢନ୍ତୁ: ପତଞ୍ଜଳିର ‘କରୋନିଲ୍‌’ ଭଲ କରୁଛି କରୋନା ରୋଗ ! ଦକ୍ଷିଣ ଦିଲ୍ଲୀର କାଲକାଜୀ ବିଧାନସଭା କ୍ଷେତ୍ରରେ ଏହି ୩୯ ବର୍ଷିୟା…