ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ଛାତ୍ରୀ ଆହତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ସ୍ଥିତ ନୂଆପଡା ନିକଟରେ ବୁଧବାର ଦିନ ଏକ ସ୍କୁଲ୍ ଭ୍ୟାନ୍ ରାସ୍ତାକଡରେ ଥିବା ପୋଖରୀକୁ ପଶିଯିବା ଫଳରେ ଜଣେ ଛାତ୍ରୀ ଆହତ ହୋଇଛନ୍ତି ।
ମିଳିଥିବା ସୂଚନାନୁଯାୟୀ ଏକ ସ୍କୁଲ ଭ୍ୟାନ୍ ପ୍ରାୟ ୨୪ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ନୂଆପଡା ସ୍ଥିତ…