୫୮୭ ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରିକ୍ତ କଣ୍ଟିଜେନସି ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଥାନାଗୁଡିକରେ ଜନସାଧାରଣ କିପରି ସେବା ପାଉଛନ୍ତି ସେ ସଂପର୍କରେ ନିୟମିତ ମତାମତ ନେଉଛନ୍ତି । ଥାନାଗୁଡ଼ିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ ଦେଇପାରିବେ ତାକୁ ଦୃଷ୍ଟିରେ…