Latest Odisha News

BREAKING NEWS

ଭୁବନେଶ୍ୱର ପିଏନ୍‌ବି ଠକେଇ ମାମଲା, ଇଡିର ତଦନ୍ତ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର ପଂଜାବ ନ୍ୟାସନାଳ ବ୍ୟାଙ୍କରୁ ୩୪ କୋଟି ଟଙ୍କା ଠକେଇ ମାମଲାର ଖୋଲତାଡ କରିବ ଇଡି । ବେଆଇନ ଅର୍ଥ କାରବାର ଆଇନ ଅନୁସାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତଦନ୍ତ ଆରମ୍ଭ କରିଛି । ଗ୍ଲୋବାଲ ଟ୍ରେଡିଂ ସେଲ୍ୟୁସନ ଲିମିଟେଡ଼ ନାମରେ ବ୍ୟାଙ୍କ ରୁ ୩୨କୋଟି ଟଙ୍କା ଚଂଚକତା…

ଲକଡାଉନ ନିୟମ ଉଲ୍ଲଙ୍ଘନ; ବ୍ରହ୍ମପୁରରେ ମାର୍କେଟ ସିଲ୍

ବ୍ରହ୍ମପୁର: ଅଣ-ଅତ୍ୟାବଶ୍ୟକ ସାମଗ୍ରୀ କାରବାର କରୁଥିବା ଦୋକାନ ଖୋଲିବା ଦ୍ବାରା ଲକଡାଉନ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ସୋମବାର ଦିନ ବ୍ରହ୍ମପୁରର ବଡ ବଜାରରେ ଥିବା ଗଣେଶ ବଜାରକୁ ସିଲ୍ କରିଛି। ରବିବାର ଦିନ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି…

ଭାଇରାଲ ହେଉଛି ଭିଡିଓ: ଐଶ୍ୱର୍ଯ୍ୟାଙ୍କ ସହ ଦିନେ ଡ୍ୟାନ୍ସ କରିଥିଲେ ସୁଶାନ୍ତ !

ନୂଆଦିଲ୍ଲୀ: ବଲିଉଡର ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଜୁନ୍ ୧୪ ତାରିଖରେ ମୁମ୍ବାଇର ବାନ୍ଦ୍ରାସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୃତ୍ୟୁକୁ ନେଇ ବଲିଉଡରେ ଶୋକର ଛାୟା ଖେଳିଯାଇଛି । ଏଭଳି ସମୟରେ ସୁଶାନ୍ତଙ୍କ ଏକ ଭିଡିଓ ଭାଇରାଲ ହେଉଛି । ଯେଉଁଥିରେ ସେ…

ବିହାରର ସୁଶାନ୍ତଙ୍କୁ ଦିନେ ପରିଚୟ ଦେଇଥିଲା ମାୟା ନଗରୀ, ହେଲେ ଅଧା ରହିଗଲା ଯାତ୍ରା

ନୂଆଦିଲ୍ଲୀ: ହିନ୍ଦୀ ସିନେ ଜଗତର ସଫଳ ଅଭିନେତାଙ୍କ ମଧ୍ୟରେ ସ୍ଥାନ ପାଇଥିଲେ ସୁଶାନ୍ତ ସିଂହ ରାଜପୁତ । ଯିଏକି ମାତ୍ର ୩୪ ବର୍ଷ ବୟସରେ ବାନ୍ଦ୍ରାସ୍ଥିତ ବାସଭବନରେ ଆତ୍ମହତ୍ୟା କରି ଦୁନିଆରୁ ସବୁଦିନ ପାଇଁ ଅଲବିଦା ନେଇଯାଇଛନ୍ତି । ସବୁ ବେଳେ ହସୁଥିବା ସୁଶାନ୍ତଙ୍କ ଅଚାନକ ମୃତ୍ୟୁକୁ…

ସକାଳେ ୧୪୬ ପଜିଟିଭ, ଅପରାହ୍ଣରେ ୧୪୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୮୫୪ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । 3 each from Jajpur and Nayagarh 2 each from…

ନଭେମ୍ବରରେ ବିବାହ କରିଥାନ୍ତେ ସୁଶାନ୍ତ ସିଂହ ରାଜପୁତ !

ନୂଆଦିଲ୍ଲୀ: ବଲିଉଡର ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଦେହାନ୍ତରେ ପୂରା ବଲିଉଡ ସ୍ତବ୍ଧ ହୋଇପଡିଛି । ଏପରିକି ତାଙ୍କ ମୃତ୍ୟୁକୁ ଫ୍ୟାନ୍ ମାନେ ମଧ୍ୟ ବିଶ୍ୱାସ କରିପାରୁନଥିବା ବେଳେ ସୋସିଆଲ୍ ମିଡିଆରେ ସୁଶାନ୍ତଙ୍କ ଫଟୋକୁ ପୋଷ୍ଟ କରି ଶ୍ରଦ୍ଧାଞ୍ଜଳି ଜଣାଉଥିବା ନଜର ଆସୁଛି ।…

ବିଷାଦ ବ୍ୟାଧିର ବଳୟରେ ବିଶ୍ୱ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନା ମହାମାରୀ, ଭୋକର ଜ୍ୱାଳା ଭଳି ଏବେ ବିଷାଦର ବ୍ୟାଧି ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି । ମଣିଷ ମନରୁ ଶାନ୍ତି ଉଭେଇ ଯାଇଛି । ଧନସମ୍ପତି, କୋଠାବାଡି, ସୁନାରୂପା, ଗାଡିଘୋଡା ସବୁଥାଇ ମଣିଷ ମନରେ ସୁଖ ନାହିଁ । ଏବେ ସେ ପାଗଳ ଭଳି…

ତେଲ ଦର ବଢୁଛି, ରାଜନୀତି ବି ତେଜୁଛି

ଭୁବନେଶ୍ୱର: ଲଗାତର ତେଲ ଦର ବୃଦ୍ଧିକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି । ରାଜ୍ୟ ବିଜେପି କହିଛି, ତୈଳ ଦର ହଠାତ୍ କମିଗଲେ ଦେଶବାସୀଙ୍କ ପାଇଁ କ୍ଷତିକାରକ । ରାଜ୍ୟ ସରକାର ଚାହିଁଲେ ଯେଉଁ ଭାଟ୍ ଆଦାୟ କରୁଛନ୍ତି, ତାକୁ କମ୍ କରି ଦର କମାଇପାରିବେ । ୨୧ ବର୍ଷ ରହିବା ପରେ ବି ଅନ୍ୟ ସୂତ୍ରରୁ…

ଭୁବନେଶ୍ୱରକୁ ଫେରୁଛି କରୋନା, ଆଜି ଆଉ ୫ ପଜିଟିଭ୍‌

ଭୁବନେଶ୍ୱର: ଆଜି ଖୋର୍ଦ୍ଧାରେ ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରର ୫ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରେ ୩ ଜଣ ଘରେ ସଙ୍ଗରୋଧରେ ଥିବା ବେଳେ ଅନ୍ୟ ଦୁଇ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଚିନ୍ତାମଣିଶ୍ୱର ବୁଦ୍ଧେଶ୍ୱରୀ…

ରଥଯାତ୍ରା ନେଇ ଶୀଘ୍ର ନିଷ୍ପତ୍ତି ନିଅନ୍ତୁ ସରକାର

ଭୁବନେଶ୍ୱର: ରଥଯାତ୍ରାକୁ ନେଇ ରାଜ୍ୟ ରାଜନୀତି ତେଜିବାରେ ଲାଗିଛି । ରାଜ୍ୟ ସରକାର ଏଯାଏ ଚୂଡାନ୍ତ ନିଷ୍ପତ୍ତି ନେଇନଥିବା ବେଳେ ଆଜି କଂଗ୍ରେସ କହିଛି, ରଥ ପ୍ରସ୍ତୁତ, ସେବାୟତ ବି ପ୍ରସ୍ତୁତ, ଶ୍ରୀମନ୍ଦିର ପ୍ରଶାସନ ବି ପ୍ରସ୍ତୁତ ତେଣୁ ରଥଯାତ୍ରା ହେବାରେ କୌଣସି ଅସୁବିଧା ନାହିଁ ।…