ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟରେ ଆଉ ଏକ ମାମଲା
ନୂଆଦିଲ୍ଲୀ: ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟରେ ଆଉ ଏକ ମାମଲା ହୋଇଛି । ଭାରତ ବିକାଶ ପରିଷଦ ସ୍ପେଶାଲ ଲିଭ୍ ପିଟିସନ ଜରିଆରେ ଏହି ମାମଲା କରିଛି । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଂଜ କରି ସୁପ୍ରିମକୋର୍ଟରେ ଆବେଦନ କରିଛି ଭାରତ ବିକାଶ ପରିଷଦ ।
ରଥଯାତ୍ରା ବନ୍ଦ କରିବାକୁ ଭାରତ ବିକାଶ…