‘ଓଡ଼ିଶା ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ‘ଓଡ଼ିଶା ମୋ ପରିବାର’ ଭଳି ଏକ ଐତିହାସିକ କାର୍ଯ୍ୟକ୍ରମର ଶୁଭାରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଘୋଷଣା କରିଛନ୍ତି।
ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପରିବେଶ ସୁରକ୍ଷା, ରକ୍ତଦାନକୁ…