ସାହିତ୍ୟର ଇତିହାସ ଓ ଅର୍ଦ୍ଧସତ୍ୟ
ସାହିତ୍ୟର ଇତିହାସ ଓ ଅର୍ଦ୍ଧସତ୍ୟ
କେଦାର ମିଶ୍ର
ଇତିହାସରେ ଯାହା ଲେଖାଥାଏ, ତା’ର ସମାନ୍ତରାଳରେ ଆଉ ଏକ ଅଲେଖା ଇତିହାସ ରହିଥାଏ । ଲିଖିତ ଇତିହାସ ଅପେକ୍ଷ ଲେଖା ହୋଇନଥିବା ଇତିହାସର ପରିଧି ବହୁତ ବଡ଼ । ଏକଥା ଆମ ଐତିହାସିକମାନେ ମାନିବାକୁ ନାରାଜ । ସାହିତ୍ୟର ଇତିହାସ ଲେଖୁଥିବା…