Latest Odisha News

BREAKING NEWS

ବୁଲି ଯାଆନ୍ତୁ ‘ଉତ୍ତର ଭାରତୀୟ ନାଗର ଶୈଳୀ’ରେ ନିର୍ମିତ ବାରାଣସୀର ଦୁର୍ଗା ମନ୍ଦିର

ଭୁବନେଶ୍ୱର: ଉତ୍ତରପ୍ରଦେଶ ରାଜ୍ୟର ବାରାଣସୀଠାରେ ରହିଛି ମା’ ଦୁର୍ଗାଙ୍କ ଭବ୍ୟ ମନ୍ଦିର । ଯାହା ଦୁର୍ଗା କୁଣ୍ଡ ମନ୍ଦିର ନାମରେ ମଧ୍ୟ ପରିଚିତ । ଇତିହାସ କହେ, ବଙ୍ଗୀୟ ମହାରାଣୀଙ୍କ ରାଣୀ ଭବାନୀଙ୍କ ଦ୍ଵାରା ଅଷ୍ଟାଦଶ ଖ୍ରୀଷ୍ଟାବ୍ଦ ସମୟରେ ଏହି ମନ୍ଦିରଟି ନିର୍ମିତ ହୋଇଥିଲା।ଏଠାରେ…

ନାଲକୋ ସିପିପିରେ ଭୟାବହ ଅଗ୍ନିକାଣ୍ଡ

ଅନୁଗୁଳ: ଅନୁଗୁଳ ଜିଲ୍ଲା ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ (ନାଲକୋ)ର କ୍ୟାପଟିଭ୍ ପାୱାର୍ ପ୍ଲାଣ୍ଟ୍ (ସିପିପି)ରେ ଶୁକ୍ରବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ ୟୁନିଟ୍ ୮ ସ୍ଥିତ ଜେନେରେଟର ଟ୍ରାନ୍ସଫର୍ମରରେ କୌଣସି କାରଣବଶତଃ ସଟସର୍କିଟ୍ ହେବାରୁ ଅଗ୍ନିକାଣ୍ଡ…

ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, କେନ୍ଦୁଝର, ଜଗତସିଂହପୁର,…

ପୁନଃ ଅବସ୍ଥାପିତ ହେଲେ ନିଲମ୍ବିତ ସୁନ୍ଦରଗଡ ସିଡିଏମଓ

ଭୁବନେଶ୍ୱର: ସୁନ୍ଦରଗଡର ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ଡ. ପଙ୍କଜ ପଟେଲ ଗତ ଅକ୍ଟୋବର ୧୩ ତାରିଖରେ ନିଲମ୍ବିତ ହୋଇଥିବା ବେଳେ ଶୁକ୍ରବାର ଦିନ ତାଙ୍କୁ କାର୍ଯ୍ୟରେ ପୁନଃ ଅବସ୍ଥାପିତ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଜାରି ଅଧିସୂଚନା…

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ, ୨ମୃତ ଓ ୩ ଗୁରୁତର

କେନ୍ଦ୍ରାପଡା/ବାଲେଶ୍ୱର: କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାରେ ଜାରି ରହିଥିବା ଲଗାଣ ବର୍ଷା ଯୋଗୁଁ ଗତକାଲି ବିଳମ୍ବିତ ରାତିରେ କାନ୍ଥ ଭୁଶୁଡି ଯିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ଆହତ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ୍ ଅନ୍ତର୍ଗତ ଗଣେଶ୍ୱପୁର…

ମାଓବାଦୀଙ୍କ ୨୪ ଘଣ୍ଟିଆ ବନ୍ଦ ଡାକରା

କନ୍ଧମାଳ: ମାଓ ଅଧ୍ୟୁଷିତ କନ୍ଧମାଳରେ ୨୪ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ମାଓବାଦୀଙ୍କ ପକ୍ଷରୁ । ମିଳିଥିବା ସୂଚନାନୁଯାୟୀ ପୋଲିସର ଦମନ ଲୀଳା ଓ ଗ୍ରୀନହଣ୍ଟ ଅପରେସନକୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଛି । ଏପରିକି ବିଭିନ୍ନ ସ୍ଥାନରେ ଗଛ ପକାଇ ରାସ୍ତା ଅବରୋଧ…

କାହିଁକି ପାଳିତ ହୁଏ ଧନତେରସ, ଜାଣନ୍ତୁ କିଛି ପୌରାଣିକ କଥା !

ଭୁବନେଶ୍ୱର : କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀରେ ଧନତେରସ ପାଳନ କରାଯାଏ । ଏହି ଦିନ ମୃତ୍ୟୁ ଦେବତା ଯମରାଜ ଓ ଭଗବାନ ଧନ୍ୱନ୍ତରୀଙ୍କ ପୂଜା କରାଯାଏ । ଶାସ୍ତ୍ରମତେ ଏହି ଦିନ ଭଗବାନ ଧନ୍ୱନ୍ତରୀଙ୍କ ଜନ୍ମ ହୋଇଥିଲା ଏବଂ ଯମରାଜାଙ୍କ ଦୃଷ୍ଟିରୁ ନିଜ ଆତ୍ମିୟସ୍ୱଜନଙ୍କୁ ରକ୍ଷା ପାଇଁ ମଧ୍ୟ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୫-୧୦-୨୦୧୯ ଶୁକ୍ରବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅକ୍ଟୋବର ମାସ ତା ୨୫ ଶୁକ୍ରବାର ତୁଳା ୮ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ଦ୍ବାଦଶୀ । ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର…

ଆଗାମୀ ୧୨ ଘଣ୍ଟା ପ୍ରବଳ ବର୍ଷିବ: ଶୁକ୍ରବାର ଏହି ୧୦ଟି ଜିଲ୍ଲାର ସମସ୍ତ ସ୍କୁଲ ରହିବ ବନ୍ଦ

ଭୁବନେଶ୍ୱର: ଆସନ୍ତା ୧୨ ଘଣ୍ଟା ଧରି ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ଏନେଇ ସତର୍କ ସୂଚନା ପ୍ରଦାନ କରିଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କୁ ଆଗୁଆ ପଦକ୍ଷେପ ନେବା ସହିତ ସତର୍କତା…