ଏହି ୫ ଖାଦ୍ୟ ବଢାଇବ ପିଲାମାନଙ୍କ ରୋଗ ପ୍ରତିରୋଧକ ଶକ୍ତି !
ଭୁବନେଶ୍ୱର: ଖାସ କରି ବର୍ଷା ଓ ଶୀତଋତୁରେ ପିଲାମାନେ ଅନେକ ରୋଗରେ ଆକ୍ରାନ୍ତ ହୋଇଥାନ୍ତି, ଯାହା ସାଧାରଣତଃ ଥଣ୍ଡା, ଫ୍ଲୁ, ଗଳା ସଂକ୍ରମଣ ଏବଂ ପେଟ ଜନିତ ସମସ୍ୟା ସହିତ ଜଡିତ ହୋଇଥାଏ।
ଯେହେତୁ ପିଲାମାନେ ଅଧିକ ଅସାବଧାନ ଏବଂ ଅଧିକାଂଶ ସମୟରେ ବାହାରେ ଖେଳାଖେଳି କରନ୍ତି, ବେଳେ ବେଳେ…