ଭାରତର ଏହି ଗାଁର ଲୋକେ କୁହନ୍ତି ପର୍ତ୍ତୁଗିଜ୍ ଭାଷା !
ଭୁବନେଶ୍ୱର: ଆମ ଦେଶ ଭାରତ ଏହାର ଏକତା ପାଇଁ ସବୁଠି ଉଚ୍ଚ ପ୍ରଶଂସିତ । ଏହା ଏମିତି ଏକ ଦେଶ ଯେଉଁଠି ସବୁଧର୍ମ ଓ ବହୁ ଭାଷାଭାଷୀର ଲୋକେ ବସବାସ କରନ୍ତି।
ତେବେ ଏସବୁ ଭିତରେ ମହାରାଷ୍ଟ୍ର ରାଜ୍ୟର ରାଇଗଡର କୋରଲାଇ ଗାଁ ଟିକିଏ ନିଆରା। ଏଠାରେ ବସବାସ କରୁଥିବା ଲୋକମାନେ ଭାରତୀୟ ହୋଇଥିଲେ…