କରୋନା ମୁକାବିଲା: ୧୬ ଓ ୧୭ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଂଚଳର ମୁଖ୍ୟଙ୍କ ସହ ଆଲୋଚନା କରିବେ । କୋଭିଡ ମୁକାବିଲା, ଅନଲକ୍ ପରିସ୍ଥିତି ନେଇ ଆଲୋଚନା ହେବ ବୋଲି ଜଣାପଡିଛି । ଭିଡିଓ କନଫରେନ୍ସିଂ ଜରିଆରେ ଏହି…