ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ବନ୍ଦ ରହିବ ଦର୍ଶନ
ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ।
ମିଳିଥିବା ସୂଚନାନୁଯାୟୀ ଆଜି ମଧ୍ୟାହ୍ନ ଧୂପ ଓ ଭୋଗ ମଣ୍ଡପ ନୀତି ପରେ ଭଗବାନଙ୍କ ବନକଲାଗି ନୀତି ହେବ । ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ…