ବିଜେପୁର ଉପ ନିର୍ବାଚନ: ମତଦାନ କେନ୍ଦ୍ରରେ ଭୋଟ୍ ଗ୍ରହଣ ଜାରି
ବରଗଡ: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନ ଲାଗି ସୋମବାର ଦିନ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି ।
ଏହି ଭୋଟ୍ ଗ୍ରହଣ ୨୮୫ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ଚାଲିବ ।
ବିଜେପୁର ଉପ ନିର୍ବାଚନ ଲାଗି ନିର୍ବାଚନୀ ମୈଦାନକୁ…