Latest Odisha News

BREAKING NEWS

କାରଗିଲ ଯୁଦ୍ଧର ମୁକ ସାକ୍ଷୀ ‘ହୁନ୍ଦରମନ ଗ୍ରାମ’, ଏବେ ଯୁଦ୍ଧ ସ୍ମୃତିର ସଂଗ୍ରହାଳୟ

ଭୁବନେଶ୍ୱର: କରଗିଲ ଯୁଦ୍ଧର କାହାଣୀ ମନେ ପଡିଗଲେ ଆଜି ବି ଦେହ ଶୀତେଇ ଉଠେ । ଭୟରେ ଛାତି ଥରି ଯାଏ । ଭାରତ ମାତାର ବୀର ଯାବନଙ୍କ ବୀରତ୍ୱ ସାମ୍ନାରେ ମୁଣ୍ଡ ନୁଆଇଁଥିଲା ଶତୃଦେଶ । ତେବେ ୧୯୯୯ ମସିହାରେ ହୋଇଥିବା ଏହି ଯୁଦ୍ଧରେ ନିୟନ୍ତ୍ରଣ ରେଖା ନିକଟରେ ଥିବା ଅନେକ ଗ୍ରାମ ଧ୍ବସ୍ତ…

ସୈଫ୍‍ ଅଲ୍ଲୀ ଖାନଙ୍କ ‘ଲାଲ୍‍ କପ୍ତାନ୍‍’, ୩ ଦିନରେ ଆୟ ୧କୋଟି

ମୁମ୍ବାଇ: ପରଦାକୁ ଆସିଛି ସୈଫ୍‍ ଅଲ୍ଲୀ ଖାନ ଅଭିନୀତ ସିନେମା ‘ଲାଲ୍‍ କପ୍ତାନ୍‍’ । ଅକ୍ଟୋବର ୧୮ ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ର ୩ ଦିନରେ ୧ କୋଟି ୫ ଲକ୍ଷ ଟଙ୍କା ଆୟ କରିଛି । ନବଦୀପ ସିଂହଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରକୁ ଦେଖିବା ପାଇଁ ସିନେମା ହଲ ଗୁଡିକରେ ଦର୍ଶକଙ୍କ ଭିଡ଼…

ଏମିତି ଏକ ଗାଁ, ଯେଉଁଠି ସବୁଲୋକଙ୍କର ରହିଛି ଗୋଟିଏ କିଡିନୀ

ଭୁବନେଶ୍ୱର: ଆଜି ଆମେ ଆପଣଙ୍କୁ ଏପରି ଏକ ଗାଁ ବିଷୟରେ କହିବୁ ଯାହା ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ଏହି ଗାଁରେ ସବୁଲୋକଙ୍କର ରହିଛି ଗୋଟିଏ କିଡ୍‌ନୀ । ଗୋଟିଏ କିଡିନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଅଦ୍ଭୁତ ଗାଁଟି ରହିଛି ଆମ ପଡୋଶୀ ଦେଶ ନେପାଳରେ। ଏହି ଗାଁର ନାଁ ହୋକ୍‌ସେ ।…

ସଙ୍ଗୀତ ପ୍ରେମୀଙ୍କ ପାଇଁ ଖୁସି ଖବର; ଗୀତ ଦୂର କରିବ ରକ୍ତଚାପ ସମସ୍ୟା !

ଭୁବନେଶ୍ୱର: ଉଚ୍ଚ ରକ୍ତଚାପ ବା ହାଇପର୍ ଟେନସନ୍ ଆଜିର ସମୟରେ ଏକ ଗମ୍ଭୀର ସମସ୍ୟା ଭାବେ ଆଗକୁ ଆସିଛି । ରକ୍ତଚାପ ବୃଦ୍ଧି ଯୋଗୁଁ ହୃଦରୋଗ, ବୃକକ୍ ସମସ୍ୟା ଭଳି ଅନେକ ରୋଗର ଆଶଙ୍କା ବୃଦ୍ଧି ପାଇଥାଏ। ତେବେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଲୋକେ ବଡ଼ବଡ଼ ଡାକ୍ତର ଦେଖାଇ ଔଷଧ ଖାଇବା…

‘ଆଇପିଏଲ’ ଖେଳିବେ ଓଡିଆ ପୁଅ ପପୁ ରାୟ !

ମୁମ୍ବାଇ: ଆଇପିଏଲ୍‌-୨୦୨୦ରେ ଜଣେ ଓଡ଼ିଆ ପୁଅଙ୍କୁ ଦେଖିବାକୁ ମିଳିପାରେ । ଓଡ଼ିଶାର ବାମ ହାତୀ ସ୍ପିନର ପପୁ ରାୟ ଏଥର 'ଆଇପିଏଲ'ରେ ଖେଳିବାର ସମ୍ଭାବନା ରହିଛି । ପପୁ ୨୦୧୯ର ଚମ୍ପିଆନ ଟିମ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଆଇପିଏଲ ଖେଳିପାରନ୍ତି ବୋଲି ପପୁ ନିଜେ ଟ୍ବିଟ୍ କରି ସୂଚନା…

ବାବା ଆଖଣ୍ଡଳମଣିଙ୍କ ପୀଠରେ କାର୍ତ୍ତିକ ବ୍ରତ

ଭଦ୍ରକ: ପ୍ରସିଦ୍ଧ ଶୈବପୀଠ ଆରଡି ଧାମ ବାବା ଆଖଣ୍ଡଳମଣିଙ୍କ ମନ୍ଦିରଠାରେ ବିରଜା ପଞ୍ଜିକା ଅନୁଯାୟୀ ପବିତ୍ର ଗର୍ଭଣା ସଂକ୍ରାନ୍ତିରୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଏଥିପାଇଁ ମଣିବାବାଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ସହସ୍ରାଧିକ ଭକ୍ତଙ୍କ ସମାଗମ ହେଉଛି ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୦-୧୦-୨୦୧୯ ରବିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅକ୍ଟୋବର ମାସ ତା୨୦ ତାରିଖ ରବିବାର ତୁଳା ୩ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ…

ଓଜନ କମାଇବାରେ ରାମବାଣ ପରି କାମ କରେ ଧନିଆ ପାଣି !

ଭୁବନେଶ୍ୱର: ଥରେ ଓଜନ ବଢ଼ିଗଲେ ତାକୁ କମ୍ କରିବା ବହୁତ ମୁସକିଲ କାମ ହୋଇଥାଏ। କିନ୍ତୁ ଲୋକମାନେ ନିଜ ଶରୀରକୁ ଠିକ୍ ସେପକୁ ଆଣିବା ପାଇଁ ବହୁତ ଚେଷ୍ଟା କରନ୍ତି ଯଥା-ଏକ୍ସରସାଇଜ୍‌, ଡାଏଟିଂ, ଫାଷ୍ଟିଂ, ଯୋଗ ଇତ୍ୟାଦି। ଯଦି ଆପଣ ସହଜରେ ଓଜନ କମ୍ କରିବା ପାଇଁ ଚାହୁଁଛନ୍ତି ଏବଂ ବେଲି…

‘କେବିସି’ରେ ନଜର ଆସିବେ ଦୂତୀ ଚାନ୍ଦ

ଭୁବନେଶ୍ୱର: ଟେଲି ଜଗତର ଲୋକପ୍ରିୟ ରିୟାଲିଟି ଶୋ 'କୋନ ବନେଗା କରୋଡ଼ପତି'ରେ ଖୁବଶୀଘ୍ର ନଜର ଆସିବାକୁ ଯାଉଛନ୍ତି ଦୌଡ଼ରାଣୀ ଦୂତିଚାନ୍ଦ। ଶୋ'ର ହଷ୍ଟ ବିଗ୍ ବି ଅମିତାଭ ବଚ୍ଚନଙ୍କ ସହ ହଟ୍ ସିଟରେ ବସିବେ ଦୂତୀ । ଏହାର ଶୁଟିଂ ପାଇଁ ଦୂତୀ ଶନିବାର(ଆଜି) ମୁମ୍ବାଇ ଯାଇଥିବା ଜଣାପଡିଛି ।…

ସୂର୍ଯ୍ୟମୁଖୀ

ସୂର୍ଯ୍ୟମୁଖୀ ସୂର୍ଯ୍ୟ ଦେଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ ଗାଇବା ପଛରେ ଅଛି ଅନେକ ଚମକପ୍ରଦ କାହାଣୀ । ଏବେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ ଓଡ଼ିଆ ଚଳଚ୍ଚିତ୍ର ‘ସୂର୍ଯ୍ୟମୁଖୀ’ରେ ଗାୟନ ପାଇଁ ଲତା କିଛି ବି ପାରିତୋଷିକ ନେଇ ନ ଥିଲେ, ରାମାନନ୍ଦ ସାଗରଙ୍କ ହିନ୍ଦୀ ଚଳଚ୍ଚିତ୍ର…