ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୪ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୪୮ ଘଂଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ମୁହାଁଇ ୱେଲମାର୍କରେ ପରିଣତ ହେବ ।
ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…