ଭୟଙ୍କର ହେଉଛି କରୋନା; ଦେଶରେ ୨୪ ଘଣ୍ଟାରେ ୯୯୮୫ ଆକ୍ରାନ୍ତ, ୨୭୯ ମୃତ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଭୟଙ୍କର ରୁପ ନେଉଛି ମହାମାରୀ କରୋନା ଭୂତାଣୁ । ଧୀରେଧିରେ ଏହି ସଂଖ୍ୟା ବୃଦ୍ଧି ପାଇ ୨୭୬୫୮୩ ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୭୭୪୫ ଛୁଇଁଛି । ଗତ ୨୪ ଘଣ୍ଟାରେ ୯୯୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୨୭୯ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ…