ଚିକିତ୍ସା ପାଇଁ ପଦ୍ମଶ୍ରୀ କମଳା ପୂଜାରୀ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର
ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀଙ୍କଠାରେ କିଡନୀ ଜନିତ ସମସ୍ୟା ଦେଖା ଦେବାରୁ ତାଙ୍କୁ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ଦୁଇ ଦିନ ତଳେ ସେ ନିଶ୍ୱାସ ନେବା କଷ୍ଟ ଅନୁଭବ କରିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…