ପ୍ରକାଶିତ ହେଲା ନୀତି ଆୟୋଗ ଦ୍ୱାରା ଭାରତ ନବୋନ୍ମେଷ ସୂଚକାଙ୍କ ୨୦୧୯
ନୀତି ଆୟୋଗ ଦ୍ୱାରା ୨୦୧୯ ବର୍ଷ ପାଇଁ ଭାରତ ନବୋନ୍ମେଷ ସୂଚକାଙ୍କ ପ୍ରକାଶ ପାଇଛି । ଦେଶର ବୃହତ ରାଜ୍ୟଗୁଡ଼ିକ ମଧ୍ୟରେ କର୍ଣ୍ଣାଟକ ସର୍ବାଧିକ ନବୋନ୍ମେଷୀ ରାଜ୍ୟ ଭାବେ ପ୍ରଥମ ସ୍ଥାନ ହାସଲ କରିଛି । ଏହାପଛକୁ ଶୀର୍ଷ ୧୦ଟି ସ୍ଥାନରେ ଯଥାକ୍ରମେ ତାମିଲନାଡ଼ୁ, ମହାରାଷ୍ଟ୍ର, ତେଲଙ୍ଗାନା,…