Latest Odisha News

BREAKING NEWS

ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମାଆ କରୋନା ପଜିଟିଭ୍ ଚିହ୍ନଟ !

ନୂଆଦିଲ୍ଲୀ: ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ମାଆ ମାଧବୀ ରାଜ ସିନ୍ଧିଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶିତ ହୋଇଛି । ଉଭୟ ବର୍ତ୍ତମାନ ଅସୁସ୍ଥ ରହିଥିବା ଯୋଗୁଁ ଦିଲ୍ଲୀର ମାକ୍ସ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।…

ପୁଞ୍ଜି ବି-ନିବେଶ ସଚିବ ତୁହିନ କାନ୍ତ ପାଣ୍ଡେ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ପୁଞ୍ଜି ବି-ନିବେଶ ସଚିବ ତଥା ଓଡ଼ିଶା କ୍ୟାଡେର ଆଇଏଏସ୍ ତୁହିନ କାନ୍ତ ପାଣ୍ଡେ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କର ରିପୋର୍ଟ ପଜିଟିଭ ଆସିଛି । ସେ ଏବେ ହୋମ୍ କ୍ୱାରେଂଟିନ୍‌ରେ ଅଛନ୍ତି । ମିିଳିଥିବା ସୂଚନା ମୁତାବକ, ସାମାନ୍ୟ କରୋନା ଲକ୍ଷଣ ତଥା ତାଙ୍କୁ ଜ୍ୱର ହେବାରୁ…

ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ

କଟକ: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ବରିଷ୍ଠ ମହିଳା ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ଜଣେ ବିଚାରପତି ରୂପେ ନିଯୁକ୍ତ କରିଛନ୍ତି । କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ସେ ଜୁନ ୧୧ରେ ବିଚାରପତି ଭାବେ ଶପଥ ନେଇ ପାରନ୍ତି । ହାଇକୋର୍ଟ…

ଭୁବନେଶ୍ୱରରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ବାହାରିଲେ ପଜିଟିଭ । ଆଜି ରାଜ୍ୟର ୧୪୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୧୯ ଜଣ ଅଛନ୍ତି । ୧୯ ଜଣଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୪ଜଣ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୩ ଯୁବକ, ଜଣେ ମହିଳା ଅଛନ୍ତି । ଜଣେ ଚନ୍ଦ୍ରଶେଖରପୁରର ୨୮ ବର୍ଷୀୟ ଯୁବକ…

ପାନୀୟ ଜଳ ପାଇଁ ଖର୍ଚ୍ଚ ହେବ ୧୦ ହଜାର କୋଟି:ମନ୍ତ୍ରୀ

ଭୁବନେଶ୍ୱର: କରୋନା ପାଇଁ ବନ୍ଦ ଥିବା କାମ ପୁଣି ଆରମ୍ଭ ହେବ । ରାଜ୍ୟରେ ଘରେ ଘରେ ଲୋକଙ୍କ ପାଖରେ ପାନୀୟ ଜଳ ପହଁଚାଯିବ । ପଂଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ରାଜ୍ୟରେ ବର୍ତମାନ ୬୬ଟି ମେଗା ଜଳ ପ୍ରକଳ୍ପ, ୬ହଜାର ପାନୀୟ ଜଳ ପ୍ରକଳ୍ପ ଜାରି ରହିଛି । ଗତ ଦୁଇ ମାସ ହେଲା ଏସବୁ…

ମହାମାରୀରେ ହୋଇଛି ମହାଦୁର୍ନୀତି: କଂଗ୍ରେସ

ଭୁବନେଶ୍ୱର: କୋଭିଡ୍ କିଟ କିଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ । ପିସିସି ସଭାପତି ନିରଂଜନ ପଟ୍ଟନାୟକ ଆଜି ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କରିଛନ୍ତି ଯେ, ରାଜ୍ୟରେ କରୋନା ମହାମାରୀ ସମୟରେ ମହାଦୁର୍ନୀତି ହୋଇଛି । ମାସ୍କ, ଟେଷ୍ଟିଂ କିଟ୍‌, ପିପିଇ କିଟ୍ କିଣାରେ…

ସୁନ୍ଦରଗଡରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ମଙ୍ଗଳବାର ଦିନ ୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତମାନେ ପୁରୁଷ…

ପ୍ରବାସୀଙ୍କ ବାବଦରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; ୧୫ ଦିନ ଭିତରେ ଘରକୁ ପଠାଅ

ନୂଆଦିଲ୍ଲୀ: ଦେଶବ୍ୟାପୀ ଲକଡାଉନ ଯୋଗୁଁ ପ୍ରବାସୀ ଶ୍ରମିକମାନେ ଘରକୁ ଫେରିନପାରି ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଏକ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ…

ବୁଗୁଡ଼ାରେ ଘର ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା କଲେ ସ୍ୱାସ୍ଥ୍ୟକର୍ମୀ

ବୁଗୁଡ଼ା: ଗଞ୍ଜାମ ଜିଲ୍ଲାରେ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା ଆରମ୍ଭ କରିଛନ୍ତି । ବୁଗୁଡ଼ାରେ ମଧ୍ୟ ସ୍ୱାସ୍ଥ୍ୟକର୍ମୀମାନେ ଘରେ ଘରେ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ବୁଗୁଡ଼ାରେ ସୋମବାର ଦିନ ଠାରୁ କର୍ମଚାରୀବୃନ୍ଦ ଘରକୁ ଘର…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, ଗଜପତି, କୋରାପୁଟ, ନୂଆପଡା, ରାୟଗଡା, କନ୍ଧମାଳ,…