ନବୀନଙ୍କ ଜନ୍ମଦିନରେ ସଫଳ ହେଲା ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସମୁଦାୟ ୧୨୩୨୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ…