ଜେଇଇ ପରୀକ୍ଷା ଆଶାୟୀ ପ୍ରାର୍ଥୀଙ୍କ ପାଇଁ ବସ୍ ସେବା
ଭୁବନେଶ୍ୱର: ଜେଇଇ ଓ ନେଟ୍ ପରୀକ୍ଷାର ସୁପରିଚାଳନା କରିବ ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି ।
ସେହିପରି ଗଞ୍ଜାମ ପ୍ରଶାସନ ମଧ୍ୟ ଆଇଟିଆଇ ବ୍ରହ୍ମପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ବସ୍ ଚଳାଚଳ ପାଇଁ ବ୍ୟବସ୍ଥା କରିଛନ୍ତି। ସୋମବାର ମଧ୍ୟାହ୍ନ ୧୨ଟା ୩୦ମି.…