ଚନ୍ଦ୍ରଭାଗାରେ ବୁଡି ଯାଉଥିଲେ ମହିଳା ପର୍ଯ୍ୟଟକ, ଉଦ୍ଧାର କଲେ ଫଟୋଗ୍ରାଫର
କୋଣାର୍କ: କୋଣାର୍କର ଚନ୍ଦ୍ରଭାଗା ବେଳାଭୂମିରେ ବୁଡି ଯାଉଥିବା ଜଣେ ମହିଳା ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଫଟୋଗ୍ରାଫର୍ ।
ମିଳିଥିବା ସୂଚନାନୁଯାୟୀ ଆନ୍ଧ୍ରପ୍ରଦେଶର ଜଣେ ମହିଳା ପର୍ଯ୍ୟଟକ ଚନ୍ଦ୍ରଭାଗାରେ ଗାଧୋଉଥିବା ବେଳେ ଅଚାନକ ଉଚ୍ଚ ଢେଉ ଆସିବାରୁ ଦୁର୍ଭାଗ୍ୟବଶତଃ ସେ ଗଭୀର ଜଳରେ…