ଗଞ୍ଜାମର ୯ ଟି ଗାଁ କଣ୍ଟେନମେଣ୍ଟ ଜୋନ ସହ ୧୦ଟି ଗାଁକୁ ବଫର ଜୋନ ଭାବରେ ଘୋଷଣା କଲେ ଜିଲ୍ଲାପାଳ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକରେ ୧୨ କରୋନା ପଜିଟିଭ ଚିହ୍ନଟ ହେବା ପରେ କଡା ପଦକ୍ଷେପ ନେଇଛନ୍ତି ଜିଲ୍ଲାପାଳ । ଖଲିକୋଟ ବ୍ଲକର ୯ଟି ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଓ ୧୦ଟି ଗାଁକୁ ବଫର ଜୋନ୍ ଭାବେ ଘୋଷଣା କରିଛନ୍ତି ଜିଲ୍ଳା ପ୍ରଶାସନ । ଖଲ୍ଲିକୋଟର ବାଦପଲ୍ଲୀ ପଞ୍ଚାୟତରେ ୧୨ଜଣ…