ପାହାଚରୁ ଖସି କଲେଜ ଅଧ୍ୟକ୍ଷାଙ୍କ ଦୁଃଖଦ ମୃତ୍ୟୁ
ପାରଳାଖେମୁଣ୍ଡି ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ଦାୟିତ୍ୱରେ ଥିବା ଅଧ୍ୟକ୍ଷା ଗାୟତ୍ରୀ ଦେବୀଙ୍କର ଅସ୍ୱାଭାବିକଭାବେ ମୃତ୍ୟୁ ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭିଡିଓ କନଫରେନ୍ସରେ ଯୋଗଦେବାକୁ ଯାଉଥିବାବେଳେ ପାହାଚରୁ ଖସି ଘଟିଛି ଏଭଳି ଅଭାବନୀୟ ଘଟଣା ।…