କ୍ରିକେଟର ବିକାଶ ଲାଗି କ୍ରୀଡ଼ା ସାମ୍ବାଦିକଙ୍କ ସହଯୋଗ ନିତାନ୍ତ ଆବଶ୍ୟକ: ଓସିଏ ସମ୍ପାଦକ
ଭୁବନେଶ୍ୱର: ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ର ନବ ନିର୍ବାଚିତ କର୍ମକର୍ତ୍ତା ଏବଂ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସଜା) ପକ୍ଷରୁ ଗୁରୁବାର ଦିନ ଏକ ସାକ୍ଷାତ ଆଲୋଚନା ଅନୁଷ୍ଠିତ ହୋଇଯାଇଛି ।
ରାଜ୍ୟରେ କ୍ରିକେଟର ବିକାଶ ପାଇଁ ଆମ ନୂଆ ଟିମ୍ ଖୁବ୍ ନିଷ୍ଠାର ସହ କାମ କରିବାକୁ…