ଘାଟିରେ ଓଲଟିଲା ବରଯାତ୍ରୀ ଗାଡି, ୨ ମୃତ, ୩୦ ଆହତ
ଜୟପୁର: ଘାଟିରେ ଓଲଟିଲା ବରଯାତ୍ରୀ ଗାଡି । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି । ଆହତଙ୍କୁ କୁମୁଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଳକର ଗୁରୁମାଇ ଗୁଡ଼ା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା।
ବୋଡିଗାଁରୁ…