Latest Odisha News

BREAKING NEWS

ଆଗାମୀ ୧୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାଇକ୍ଲୋନିକ୍ ସର୍କୁଲେସନ୍ ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡିଶାର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ମଙ୍ଗଳବାର ଦିନ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍…

କାଲିଠାରୁ ପ୍ଲାଷ୍ଟିକ ବ୍ୟବହାର ସମ୍ପୂର୍ଣ୍ଣ ବ୍ୟାନ; ନମାନିଲେ ଦେବେ ମୋଟାଅଙ୍କର ଜୋରିମାନା !

ଭୁବନେଶ୍ୱର: ଆସନ୍ତାକାଲିଠାରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗିବ । ବିଶେଷ କରି 'ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ'ର ବ୍ୟବହାରକୁ ସମ୍ପୂର୍ଣ୍ଣ ବନ୍ଦକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ସରକାରଙ୍କ ନିୟମ ଅନୁସାରେ, ଗାନ୍ଧିଜୟନ୍ତି ଅର୍ଥାତ୍ ଆସନ୍ତାକାଲି ଠାରୁ…

ପୂର୍ବତଟ ରେଳପଥ ପକ୍ଷରୁ ଭୁବନେଶ୍ୱରରେ ବର୍ଜ୍ୟବସ୍ତୁ ଉର୍ଜା ସଂରକ୍ଷଣ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ସ୍ଵଛ ଭାରତ ଅଭିଯାନ ର ଏକ ଅଂଶ ଭାବେ ପୂର୍ବତଟ ରେଳପଥ ଭୁବନେଶ୍ୱର ର ମଞ୍ଚେଶ୍ୱର ସ୍ଥିତ ରେଳଡବା ମରାମତି କାରଖାନା ଠାରେ ବର୍ଜ୍ୟବସ୍ତୁ ରୁ ଉର୍ଜା ସଂରକ୍ଷଣ ପାଇଁ ଏକ ପ୍ଲାଣ୍ଟ ସ୍ଥାପନ କରିବାକୁ ଯାଉଅଛି । ଏହା ଭାରତୀୟ ରେଳବାଇରେ ପ୍ରଥମ ଓ ଦେଶରେ ତୃତୀୟ ପ୍ଲାଣ୍ଟ ହେବ ।…

ଦଲାଲ ବିରୋଧୀ ଅଭିଯାନ: ଉଚ୍ଛେଦ ହେଲା ଭୁବନେଶ୍ୱର ଆରଟିଓ-୨ ଅଫିସ୍ ନିକଟସ୍ଥ ଅସ୍ଥାୟୀ ସେଡ୍

ଭୁବନେଶ୍ୱର: ଦଲାଲରାଜ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଗତକାଲି ପରେ ଲଗାଦାର ଦ୍ଵିତୀୟ ଦିନରେ ପହଞ୍ଚିଛି ଉଚ୍ଛେଦ ପକ୍ରିୟା । ବିଏମସି ଓ ବିଡିଓର ଜଏଣ୍ଟ ଇନଫୋର୍ସମେଣ୍ଟ ସ୍କ୍ୱାଡ୍ ପକ୍ଷରୁ ମଙ୍ଗଳବାର ଦିନ ଚନ୍ଦ୍ରଶେଖରପୁର ସ୍ଥିତ ପରିବହନ କାର୍ଯ୍ୟାଳୟ(ଆରଟିଓ)-୨…

ଏଟିଏମ୍ ଭାଙ୍ଗି ୨୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

ଯାଜପୁର: ଯାଜପୁର ଟାଉନ ତ୍ରିମୂର୍ତ୍ତୀ ସିନେମା ହଲ ନିକଟସ୍ଥ ଏସବିଆଇ ଏଟିଏମରୁ ୨୫ ଲକ୍ଷ ଲୁଟ । କିଛି ଦୁର୍ବୁତ୍ତ ସୋମବାର ଦିନ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ କରିଥିବା ଅଭିଯୋଗ ହୋଇଛି । ସ୍ଥାନୀୟ ଲୋକ ଟଙ୍କା ଉଠାଇବାକୁ ଏଟିଏମକୁ ଯିବା ପରେ ଏହା ଭଙ୍ଗାଯାଇଥିବା ଦେଖି ପୋଲିସକୁ ଖବର…

ରାଜଧାନୀରୁ ଜବତ ହେଲା ଗଞ୍ଜେଇ, ଜଣେ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ନିକଟସ୍ଥ ବରବାରି ବସ୍ତିରେ ଚଢାଉ କରି ପୋଲିସ ପ୍ରାୟ ୩୮ ଗ୍ରାମର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ନୟାଗଡ ଜିଲ୍ଲାର ପ୍ରଫୁଲ୍ଲ ଜେନା ବୋଲି ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ପ୍ରଫୁଲ୍ଲର ଘରେ…

ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ରକୁ ୨୮ ଦିନ ମଧ୍ୟରେ ଜବାବ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନେଇ ମାମଲାରେ ମଙ୍ଗଳବାର ଦିନ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ପାଞ୍ଚ ଜଣ ବିଚାରପତିଙ୍କୁ ନେଇ ଗଠିତ ହୋଇଥିବା ଖଣ୍ଡପୀଠରେ କାଶ୍ମୀରରୁ ଧାରା ୩୭୦ର ଉଚ୍ଛେଦ ସମ୍ପର୍କରେ ଜବାବ ରଖବାକୁ କେନ୍ଦ୍ର ସରକାରଙ୍କୁ ୨୮ ଦିନ ବା ୪ ସପ୍ତାହ ସମୟ…

ମନ୍ତ୍ରୀ ଓ ବିଧାୟକଙ୍କ ପାଇଁ ବଢିଲା ଅଡୁଆ, ବିଦେଶ ଯାତ୍ରାରେ ଲାଗିବ କଟକଣା

ରାଜ୍ୟର ସମସ୍ତ ବିଧାୟକ ଓ ମନ୍ତ୍ରୀମାନଙ୍କ ବିଦେଶ ଯାତ୍ରାରେ ଏବେ କଟକଣା ଲାଗିବାକୁ ଯାଉଛି । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ଏକ ପ୍ରସ୍ତାବ ସମସ୍ତ ରାଜ୍ୟ ସରକାର ତଥା କେନ୍ଦ୍ର ଶାସିତ ଅଞ୍ଚଳର ରାଜ୍ୟପାଳଙ୍କ ନିକଟକୁ ଏକ ପଠାଯାଇଛି । ଉକ୍ତ ପ୍ରସ୍ତାବ ଅନୁଯାୟୀ ସମସ୍ତ ବିଧାୟକ…

‘ନବରାତ୍ରୀ’ର ତୃତୀୟ ଦିନ, ଜାଣନ୍ତୁ କିପରି କରିବେ ମାଆଙ୍କ ଆରାଧନା

ଭୁବନେଶ୍ୱର: ମହାଳୟା ପରେ ଆରମ୍ଭ ହୋଇଯାଏ ମାଆଙ୍କ ନବରାତ୍ର ପୂଜା । ୯ ଦିନ ଧରି ମା ଦୁର୍ଗା ବିଭିନ୍ନ ରୂପରେ ପୂଜା ପାଇଥାନ୍ତି । ଆଜି ହେଉଛି ନବରାତ୍ରୀର ତୃତୀୟ ଦିନ । ଏହି ନବଦିନ ମଧ୍ୟରେ ତୃତୀୟ ଦିନର ରହିଛି ବିଶେଷ ମାହାତ୍ମ୍ୟ । ଏହି ଦିନ ଯଥାବିଧି ମାଆଙ୍କ ପୂଜା ଆରାଧନା କଲେ ସିଦ୍ଧି…