ବିଚ୍ ରାସ୍ତାରେ ନାବାଳିକାଙ୍କୁ ଯୁବକଙ୍କ ଆକ୍ରମଣ ଅଭିଯୋଗ
ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠସ୍ଥ ଗୋପାଳପୁର ଛକ ନିକଟରେ ରବିବାର ରାତିରେ ଏକ ନାବାଳିକା ଓ ପରିବାର ବର୍ଗଙ୍କୁ ସର୍ବସମ୍ମୁଖରେ ଜଣେ ଯୁବକ ମାଡପିଟ୍ କରିବା ନେଇ ଅଭିଯୋଗ ହୋଇଛି ।
ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ସମ୍ପୃକ୍ତ ନାବାଳିକା ଜଣକ ନିଜ ସମ୍ପର୍କୀୟଙ୍କ ସହ କାରରେ ଯାଉଥିବାବେଳେ…