୮ଟି ଜିଲ୍ଲାରେ ବର୍ଷା ସହ ହେବ ଝଡତୋଫାନ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, କନ୍ଧମାଳ, ନୂଆପଡା, ବରଗଡ, ସୋନପୁର,…