ତାମିଲନାଡୁ ତିରପୁରରୁ ପ୍ରବାସୀ ଟ୍ରେନ୍ରେ ଆସିଲେ ୬୯୯ ଯାତ୍ରୀ
ରାଉରକେଲା: ତାମିଲନାଡୁ ର ତିରପୁର ଷ୍ଟେସନରୁ କୋଭିଡ଼ -୧୯ ଲକଡାଉନ ଯୋଗୁ ଫସିରହିଥିବା ପ୍ରବାସୀଙ୍କୁ ନେଇ ବାହାରିଥିବା ଟ୍ରେନ ଆଜି ସକାଳେ ରାଉରକେଲା ଷ୍ଟେସନରେ ପହଂଚିଛି। ମୋଟ ୬୯୯ ଜଣ ଯାତ୍ରିଙ୍କୁ ନେଇ ଟ୍ରେନ ରାଉରକେଲାରେ ପହଂଚିବା ପରେ ସମସ୍ତ ପ୍ରବାସୀଙ୍କ ସ୍ୱାସ୍ଥ୍ୟ ଯାଞ୍ଚ…