Latest Odisha News

BREAKING NEWS

ସୌରଶକ୍ତିରେ ପରିଚାଳିତ ହେବ ଓଡ଼ିଶା ବିଧାନସଭା

ଭୁବନେଶ୍ୱର: ସୌରଶକ୍ତି ଚାଳିତ ହେବ ଓଡ଼ିଶା ବିଧାନସଭା । ବିଧାନସଭା ଛାତ ଉପରେ ଲାଗିବ ସୋଲାର ପ୍ଲାଣ୍ଟ । ଏନେଇ ସୋମବାର ଦିନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଏଥିରେ OREDA ଅଧିକାରୀ ବି ଉପସ୍ଥିତ ଥିଲେ। ସେପ୍ଟେମ୍ବର ଶେଷ ସୁଦ୍ଧା ବିଧାନସଭାକୁ…

କେନ୍ଦ୍ରାପଡ଼ାରେ ୫୦ କରୋନା ପଜିଟିଭ, କଣସରା ଗ୍ରାମ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୬ଟି ନୂଆ କରୋନା ମାମଲା ରେକର୍ଡ କରାଯାଇଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରାପଡ଼ାରେ ୫୦ ଆକ୍ରାନ୍ତ ରହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରାପଡା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ ସେମାନଙ୍କ ମଧ୍ୟରୁ ୩୬ ଜଣ ସୁରଟରୁ, ଆଠ ଜଣ…

ମୋଟର ଚାଳକ ସଂଘର ଦାବିକୁ ଯୁକ୍ତିଯୁକ୍ତ ଦର୍ଶାଇଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ସାରା ରାଜ୍ୟରେ ଓଡିଶା ମୋଟର ଚାଳକ ସଂଘ ଧର୍ମଘଟ ଆରମ୍ଭ କରିଛନ୍ତି । ଏଥିରେ ଗାଡି ଡ୍ରାଇଭର, କଣ୍ଡକ୍ଟର, ହେଲପର ସମେତ ସମସ୍ତ କର୍ମଚାରୀ ସାମିଲ ହୋଇଛନ୍ତି। ତିନି ମାସର କ୍ଷତି ପୂରଣ ସମେତ ୫୦ ଲକ୍ଷ ଟଙ୍କାର ବୀମା କଲ୍ୟାଣ ପାଣ୍ଠି ଏବଂ ଶ୍ରମ ବିଭାଗ ଦ୍ବାରା ପରିବହନ କର୍ମଚାରୀ…

ଭୁବନେଶ୍ୱରରୁ ଆଜି ଗଡିବ ପ୍ରଥମ ସ୍ୱତନ୍ତ୍ର ଟ୍ରେନ୍‌, ଜାଣନ୍ତୁ ସମୟ…

ଭୁବନେଶ୍ୱର: ଭୁବନେଶ୍ୱର-ହାୱଡା ଜନ ଶତାବ୍ଦୀ ଏକ୍ସପ୍ରେସ ସ୍ପେଶାଲ ଟ୍ରେନ ସୋମବାର ଦିନ ପ୍ରାୟ ୬ ଟା ବେଳେ ଭୁବନେଶ୍ୱର ରେଳ ଷ୍ଟେସନରୁ ବାହାରିବ। ରେଳବାଇ ପକ୍ଷରୁ ସୋମବାର ଦିନ ଠାରୁ ୨୦୦ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଭୁବନେଶ୍ୱର-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସ ସ୍ପେଶାଲ…

ଗଞ୍ଜାମରୁ ବେଆଇନ୍ କରତ କଳ ଯନ୍ତ୍ରାଂଶ ସହ ୪ ଲକ୍ଷ ମୂଲ୍ୟର କାଠ ଗଣ୍ଡି ଜବତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ମର୍ଦ୍ଦମେଖ ପଞ୍ଚାୟତର ବେଲଝରି ଗ୍ରାମ ଉପକଣ୍ଠରେ ବେଆଇନ୍ ଭାବେ ଚାଲିଥିବା ଏକ କରତ କଳ ଉପରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ବ୍ରହ୍ମପୁର ଡିଏଫଓଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ କରାଯାଇ ବେଆଇନ କରତ କଳର ସମସ୍ତ ଯନ୍ତ୍ରାଂଶ,…

ପୁଣି ମହଙ୍ଗା ହେଲା ରନ୍ଧନ ଗ୍ୟାସ; ଜାଣନ୍ତୁ ମୂଲ୍ୟ

ନୂଆଦିଲ୍ଲୀ: ବୋଝ ଉପରେ ନଳିତା ବିଡା । କରୋନା ସଙ୍କଟ ସାଙ୍ଗକୁ ମହଙ୍ଗା ମାଡ଼। ଦେଶର ତୈଳ ବଜାର ଏଚପିସିଏଲ, ବିପିସିଏଲ, ଆଇଓସି ବିନା ସବସିଡି ଏଲପିଜି ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ସମସ୍ତ ରାଜ୍ୟରେ ଟ୍ୟାକ୍ସର ପରିମାଣ ଅଲଗା ଅଲଗା ରହିଥାଏ ତେଣୁ ଦାମରେ ମଧ୍ୟ…

ସିଏଚଏସଇର ଅଧ୍ୟକ୍ଷ ଭାବେ ଭୁପେନ୍ଦ୍ର ସିଂ ପୁନିଆଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅଧିକାରୀ ତଥା ଓଡିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକ, ଭୁପେନ୍ଦ୍ର ସିଂ ପୁନିଆ ସୋମବାର ଦିନ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଅମରେନ୍ଦ୍ର ପଟ୍ଟନାୟକଙ୍କ…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରି ସେମାନଙ୍କ ମନୋବଳ ବଢାଇଲେ ଦୁଇ ଛାତ୍ରୀ

ଗଞ୍ଜାମ: ଏହି ସଙ୍କଟ ସମୟରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରି ସେମାନଙ୍କ ମନୋବଳ ବଢାଇବା ପାଇଁ କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ବିଭିନ୍ନ ଉତ୍ସାହ ଜନକ କାର୍ଯ୍ୟ କରାଯାଉଛି। ଏହି ଧାରାରେ ସାମିଲ ହୋଇଛନ୍ତି ଦୁଇ କୁନି ଝିଅ । କୋଭିଡ ଯୋଦ୍ଧାଙ୍କା ମନୋବଳ ଦୃଢ଼ କରାଇବା ପାଇଁ…

କରୋନା ଅପଡ଼େଟ୍: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ସୋମବାର ଦିନ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨୬ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।…

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୫୬ କରୋନା ପଜିଟିଭ, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୫୬ କରୋନା ପଜିଟିଭ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା…