ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ,…