ଭଲ ଖବର, ସୁସ୍ଥ ହେଲେ ୭୩ କରୋନା ସଂକ୍ରମିତ
ଭୁବନେଶ୍ୱର:ରାଜ୍ୟରେ ସଂକ୍ରମିତଙ୍କ ତୁଳନାରେ ବଢ଼ି ଚାଲିଛି ସୁସ୍ଥ ସଂଖ୍ୟା । ଆଜି ଆଉ ୭୩ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୦ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦେଇଛି ।…