‘ଅସ୍ତ୍ର’ କ୍ଷେପଣାସ୍ତ୍ରର ୫ମ ସଫଳ ପରୀକ୍ଷଣ: ଦୃଶ୍ୟମାନ ହେଉନଥିବା ଲକ୍ଷ୍ୟକୁ ଆକାଶରେ କରିପାରିବ ବିଧ୍ୱଂସ
ନୂଆଦିଲ୍ଲୀ: ଦୃଶ୍ୟମାନ ହେଉନଥିବା ଲକ୍ଷ୍ୟକୁ ଆକାଶରୁ ଆକାଶ ମାର୍ଗରେ ଭେଦ କରିପାରୁଥିବା କ୍ଷେପଣାସ୍ତ୍ର (ବିଭିଆରଏଏଏମ) ‘ଅସ୍ତ୍ର’ର ସଫଳ ପରୀକ୍ଷଣ ସମ୍ପନ୍ନ ହୋଇଛି । ଓଡ଼ିଶା ଉପକୂଳ ଚାନ୍ଦିପୁରରୁ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଏସୟୁ-୩୦ ଏମକେଆଇ ପ୍ଲାଟଫର୍ମରୁ…