Latest Odisha News

BREAKING NEWS

ଓଡ଼ିଶାରେ ୯୬ ନୂଆ କରୋନା ପଜିଟିଭଙ୍କ ସହ ୧୮୦୦ ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୯୬ କରୋନା ପଜିଟିଭ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂଖ୍ୟା ୧୮୧୯ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଓଡ଼ିଶାରେ ୮୩୩ ସକ୍ରୀୟ…

ଚଳିତ ବର୍ଷ ସ୍ନାନଯାତ୍ରାର ସିଧାପ୍ରସାରଣ କରିପାରିବେନି ଘରୋଇ ଟିଭି ଚ୍ୟାନେଲ୍‌, ଜାଣନ୍ତୁ କାହିଁକି

ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣର ବିସ୍ତାର ତଥା କଟକଣାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଘରୋଇ ଟିଭି ଚ୍ୟାନେଲଗୁଡ଼ିକୁ ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନଯାତ୍ରାର ସିଧାପ୍ରସାରଣ କରିବାକୁ ଅନୁମତି ଦିଆଯିବ ନାହିଁ। ପ୍ରାପ୍ତ ସୂଚନାନୁଯାୟୀ, ଏଥର ସ୍ନାନଯାତ୍ରାର ସିଧାପ୍ରସାରଣ…

ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୭୯୬୪ କରୋନା ଆକ୍ରାନ୍ତ ଚିହ୍ନଟ , ୨୬୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧,୭୩,୭୬୩କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ବରଗଡରେ ୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ଜିଲ୍ଲାପାଳ

ବରଗଡ଼: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ବରଗଡ ଜିଲ୍ଲାରେ ପୁଣି ୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ବରଗଡ ଜିଲ୍ଲାପାଳ । https://twitter.com/DMBargarh/status/1266558915220815873?s=08 ପ୍ରାପ୍ତ…

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଭଦ୍ରକ: ଭଦ୍ରକ ଜିଲ୍ଲା ଆଗରପଡା ଥାନା ଅନ୍ତର୍ଗତ ମହାନ୍ତି ପଡା ଅଞ୍ଚଳରେ ଗୋଟିଏ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ପାଗଳ ବେହେରା ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଉକ୍ତ ଗ୍ରାମରେ ରହୁଥିବା ସମ୍ପୃକ୍ତ ବୃଦ୍ଧ ଜଣକ ବାଡିକୁ ଆମ୍ବ…

୧୫ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ନୂଆପଡା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ,…

ବାଲେଶ୍ୱରରେ ଓଲଟିଲା ବସ୍‌; ପ୍ରବାସୀ ଶ୍ରମିକ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ୧୬ ନଂ ଜାତୀୟ ରାଜପଥ ନିକଟ ମଙ୍ଗଳପୁର ଠାରେ ପ୍ରବାସୀ ଶ୍ରମିକଙ୍କୁ ଧରି ଯାତ୍ରା କରୁଥିବା ଏକ ବସ ଦୁର୍ଘଟଣାଗସ୍ତ ହେବା ଫଳରେ ପ୍ରାୟ ୮ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଉକ୍ତ ବସଟି ପ୍ରାୟ ୪୦ ଜଣ ପ୍ରବାସୀ ଶ୍ରମିକଙ୍କୁ ନେଇ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୩୦-୦୫-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମଇ ତା ୩୦ ରିଖ ଶନିବାର ବୃଷ ୧୭ ଦିନ ଜ୍ଯେଷ୍ଠ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର  ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର-:  କର୍କଟ ଓ ମକର ରାଶି…

ନୂଆପଡ଼ା ଜିଲ୍ଲାରେ ୧୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଶୁକ୍ରବାର ଦିନ ୧୨ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନ୍ୟ ରାଜ୍ୟରୁ ଫେରିବା ପରେ ଏହି ୧୨ ଜଣ ବ୍ୟକ୍ତି ଜିଲ୍ଲାର ବିଭିନ୍ନ କ୍ୱାରେଣ୍ଟାଇନ୍ ସେଣ୍ଟର ଆଇସୋଲେସନରେ ରହିଥିଲେ । ଏନେଇ ସୂଚନା ପ୍ରଦାନ କରିଛନ୍ତି ନୂଆପଡ଼ା ଜିଲ୍ଲାପାଳ । ଅଧିକ ପଢନ୍ତୁ:…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ରାଜ୍ୟ ପାଲାକାରମାନଙ୍କ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ

ଭୁବନେଶ୍ୱର: ରାଜ୍ୟ ଲୋକସେବା ଭବନ କାର୍ଯ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କୁ ରାଜ୍ୟ ପାଲାଗାୟକ ପରିଷଦର ସଭାପତି ମଦନ ମୋହନ ଜେନା, ପରିଷଦର ନିର୍ଦ୍ଦେଶକ ଅମୀୟ କୁମାର ପଟ୍ଟନାୟକ ଏବଂ ରାଜ୍ୟ ପାଲା କଲ୍ୟାଣ ପାଣ୍ଠିର…