ବର୍ଷା: ସବୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ କଲେ ଏସ୍ଆର୍ସି
ଭୁବନେଶ୍ୱର: ଆସନ୍ତା ୨୪ ଘଂଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ରେଡ୍ ୱାଣ୍ଣିଂ ଜାରି କରାଯାଇଛି । ଏନେଇ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର…