Latest Odisha News

BREAKING NEWS

ଯାତ୍ରୀବାହୀ ଯାନ ଲାଗି ୩ ମାସର ‘ରୋଡ୍ ଟ୍ୟାକ୍ସ’ ଛାଡ଼ କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର କରୋନା ମହାମାରୀ ଲାଗି ଯାତ୍ରୀବାହୀ ଯାନ ଲାଗି ୩ ମାସର ରୋଡ଼ ଟ୍ୟାକ୍ସ ଛାଡ଼ କରିଛନ୍ତି, ଏସମ୍ପର୍କରେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଘୋଷଣା ହୋଇଛି । ଅଧିକ ପଢନ୍ତୁ - କ୍ୟାବିନେଟ୍ ଅନୁମୋଦନ: ସମ୍ମାନିତ ହେବେ ‘କରୋନା ଯୋଦ୍ଧା’, ଗ୍ରାମାଞ୍ଚଳ ଜୀବିକା…

ଆସନ୍ତୁ ଜାଣିବା କଲେକ୍ଟରରୁ ନେତା ସାଜିଥିବା ଯୋଗୀଙ୍କ ବିଷୟରେ

ରାୟପୁର: ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ ପ୍ରମୋଦ କୁମାର ଯୋଗୀଙ୍କ ୨୯ ମେ ୨୦୨୦ରେ ପରଲୋକ ହୋଇଯାଇଛି । ଆସନ୍ତୁ ଜାଣିବା ଯୋଗୀଙ୍କ ବିଷୟରେ କିଛି ଅଜଣା କଥା । ୧. ୨୬ ଏପ୍ରିଲ ୧୯୪୬ରେ ମଧ୍ୟପ୍ରଦେଶର ବିଳାସପୁର ଜିଲାର ପେନ୍ଦ୍ରାରେ ଜନ୍ମଗ୍ରହଣ କରିଥିଲେ । ବାପାଙ୍କ ନାମ କାଶୀ ପ୍ରସାଦ…

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୯୦ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ ଆଉ ୯୦ ଜଣ କୋଭିଡ-୧୯ ରୋଗୀ ସୁସ୍ଥ ହୋଇଥିବା ନେଇ ଶୁକ୍ରବାର ଦିନ ସୂଚନା ଦେଇଛନ୍ତି ସରକାର। ୯୦ ସୁସ୍ଥଙ୍କ ମଧ୍ୟରୁ ୨୩ ଜଣ ଜଗତସିଂହପୁରରୁ, ୨୨ ଜଣ ଯାଜପୁରରୁ, ୨୧ ଜଣ ଭଦ୍ରକରୁ, ୧୫ ଜଣ ଗଞ୍ଜାମରୁ, ୩ ଜଣ କଟକରୁ, ୨ ଜଣ ଖୋର୍ଦ୍ଧା ଏବଂ ସମ୍ବଲପୁରରୁ ଏବଂ ଜଣେ ଲେଖାଏଁ…

ଦେଖନ୍ତୁ ଭିଡ଼ିଓ: ଶୀତଳ ଷଷ୍ଠୀ ଅବସରରେ ଶ୍ରୀକ୍ଷେତ୍ର ପଞ୍ଚମହାଦେବଙ୍କ ‘ଗୁଆଲି ଉତ୍ସବ’

ପୁରୀ: ପୁରୀରେ ପଞ୍ଚମହାଦେବଙ୍କ ପାରମ୍ପରିକ ନୀତିରେ ପାଳିତ ହୋଇଯାଇଛି ‘ଶୀତଳ ଷଷ୍ଠୀ’, ଗୁଆଲି ଉତ୍ସବ । ଜ୍ୟେଷ୍ଠ କୃଷ୍ଣ ପଞ୍ଚମୀରେ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ସମେତ ସାହିମାନଙ୍କରେ ଥିବା ସମସ୍ତ ଶୈବ ପୀଠରେ ଶିବ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହାର ତତ୍ପର ଦିନ ଅର୍ଥାତ ଜ୍ୟେଷ୍ଠ…

ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପରଲୋକ

ରାୟପୁର:ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ଶୁକ୍ରବାର ୭୪ ବର୍ଷ ବୟସରେ ପରଲୋକ ହୋଇଯାଇଛି । ମେ ୯ରୁ ସେ କୋମା ଷ୍ଟେଜରେ ୨୦ ଦିନ ଧରି ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ତୃତୀୟ ଥର ହାର୍ଟଆର୍ଟକ ହେବା ପରେ ତାଙ୍କୁ ବଂଚାଇବା ପାଇଁ ଡାକ୍ତରମାନେ ୪୫ ମିନିଟ ପରିଶ୍ରମ କରିଥିଲେ…

କ୍ୟାବିନେଟ୍ ଅନୁମୋଦନ: ସମ୍ମାନିତ ହେବେ ‘କରୋନା ଯୋଦ୍ଧା’, ଗ୍ରାମାଞ୍ଚଳ ଜୀବିକା ସୁରକ୍ଷା ଲାଗି ୧୭ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର: ଶୁକ୍ରବାରଦିନ ନବୀନ ସରକାର ପଞ୍ଚମ ପାଳିର ପ୍ରଥମ ବର୍ଷ ପୂରଣ କରିଥିବା ବେଳେ ଏହି ଅବସରରେ ରାଜ୍ୟ ଲାଗି ୨୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମୋହର ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ: ଶିଳ୍ପ ବିବାଦ ଆଇନ ୧୯୪୭ର ଧାରା ସଂଶୋଧନକୁ…

ଶିଳ୍ପ ବିବାଦ ଆଇନ ୧୯୪୭ର ଧାରା ସଂଶୋଧନକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ରାଜ୍ୟ ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାରଦିନ ନବୀନ ସରକାର ପଞ୍ଚମ ପାଳିର ପ୍ରଥମ ବର୍ଷ ପୂରଣ କରିଥିବା ବେଳେ ଏହି ଅବସରରେ ରାଜ୍ୟ ଲାଗି ୨୨ଟି ଗୁରୁତ୍ୱପୂର୍ଣ୍ଣ…

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ୧୧୨ ବର୍ଷରେ ପରଲୋକ

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ । ଗୁରୁବାର ୧୧୨ ବର୍ଷ ବୟସରେ କ୍ୟାନ୍ସରରେ ପ୍ରାଣ ହରାଇଛନ୍ତି ଇଂଲଣ୍ଡର ବବ୍ ଓ୍ୱେଟନ୍ । ପେଶାରେ ସେ ଜଣେ ଶିକ୍ଷକ ଏବଂ ଇଞ୍ଜିନିୟର ଥିଲେ । ଗୁରୁବାର ସକାଳେ ଲଣ୍ଡନର ହ୍ୟାମସ୍ଫାୟାର ସହରରେ ତାଙ୍କର ମୃତ୍ୟୁ ହୋଇଛି । ଶୋଇଥିବାବେଳେ…

୨୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ; ଓଡ଼ିଶା ପର୍ଯ୍ୟଟନ ନୀତି ୨୦୧୬ ସଂଶୋଧନ ପ୍ରସ୍ତାବରେ ଲାଗିଲା…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ରାଜ୍ୟ ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାରଦିନ ନବୀନ ସରକାର ପଞ୍ଚମ ପାଳିର ପ୍ରଥମ ବର୍ଷ ପୂରଣ କରିଥିବା ବେଳେ ଏହି ଅବସରରେ ରାଜ୍ୟ ଲାଗି ୨୨ଟି ଗୁରୁତ୍ୱପୂର୍ଣ୍ଣ…

ଆଇସିସି ବୈଠକ: ଟି୨୦ ବିଶ୍ୱକପ ସମ୍ପର୍କରେ ଶୁଣାଣୀ ହୋଇପାରିଲାନି

ନୂଆଦିଲ୍ଲୀ:ଅନ୍ତର୍ଜାତୀୟ କ୍ରିକେଟ କାଉନସିଲର ପରବର୍ତୀ ବୈଠକ ଜୁନ ୧୦କୁ ଘୁଂଚାଇ ଦିଆଯାଇଛି । ଗୁରୁବାର ବୈଠକରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ ସମ୍ପର୍କରେ ନିଷ୍ପତି ନିଆଯାଇ ପାରି ନ ଥିଲା । କରୋନା ଯୋଗୁ ବିଶ୍ୱକପକୁ ଘୁଂଚାଇ ଦିଆଯାଇଛି । ଏହା କେବେ ହେବ ସେ ନେଇ ଆଗାମୀ…