ଡଙ୍ଗାର ଷ୍ଟୋରେଜ୍ ଚାମ୍ବରରେ ୨ ମତ୍ସ୍ୟଜୀବୀ ମୃତ
ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ଏକ ଡଙ୍ଗାର ଷ୍ଟୋରେଜ୍ ଚାମ୍ବରରେ ଶ୍ୱାସରୁଦ୍ଧ ହୋଇ ଦୁଇଜଣ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଛି।
ଶନିବାର ଦିନ ଚାନ୍ଦିପୁର ନିକଟସ୍ଥ ବଲରାମଗୁଡି ଘାଟରେ ଏହି ଘଟଣା ଘଟିଛି ବୋଲି ଜଣାପଡ଼ିଛି।
୩୦ ବର୍ଷ ବୟସର ଦୁଇ ମତ୍ସ୍ୟଜୀବୀ ମାଛ ସଂଗ୍ରହ କରିବା ପାଇଁ…