ରାଜନୈତିକ ଷ୍ଟଂଟ୍ ଓ ଅର୍ଥନୈତିକ ମାନ୍ଦାବସ୍ଥା
ରାଜନୈତିକ ଷ୍ଟଂଟ୍ ଓ ଅର୍ଥନୈତିକ ମାନ୍ଦାବସ୍ଥା
ବିଚିତ୍ର ବିଶ୍ୱାଳ
ସିନେମାରେ ଆକର୍ଷଣୀୟ ଷ୍ଟଂଟ୍ ସିନ୍ ପୂରେଇ ସିନେମାକୁ ସୁପରହିଟ୍ କରାଯାଇପାରେ । ଦର୍ଶକଙ୍କୁ ମତୁଆଲା କରି ସିନେମା ହଲ୍ କୁ ଟଣାଯାଇପାରେ । ସେମାନଙ୍କଠାରୁ ପ୍ରଚୁର ଟଙ୍କା ଓ ତାଳିମାଡ଼ ଆଦାୟ କରାଯାଇପାରେ ଓ ପରିଶେଷରେ…