ରାଜ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୬୨ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୧, ଗଞ୍ଜାମ ଜିଲ୍ଲାରୁ ୩, ମାଲକାନଗିରିରୁ ୧,…