ଆଉ ୬୭ ନୂଆ କରୋନା ପଜିଟିଭଙ୍କ ସହ ରାଜ୍ୟରେ ୧୬୦୦ ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର: ରାଜ୍ୟରେ ବିଜୁଳି ବେଗରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୭ କରୋନା ପଜିଟିଭ ।
ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।…