ଦୁବାଇ-ଭୁବନେଶ୍ୱର ସିଧାସଳଖ ବିମାନ ସେବା ବନ୍ଦ କରିବା ଅଯୋଗ୍ୟତାର ସଙ୍କେତ: ବିଜେଡି
ଭୁବନେଶ୍ୱର: ବିଜେଡି ସରକାର ୧୫ ମେ ୨୦୨୩ରେ ଦୁବାଇ-ଭୁବନେଶ୍ୱର ସିଧାସଳଖ ବିମାନ ସେବା ଆରମ୍ଭ କରିଥିଲେ । ୟୁଏଇରେ ଥିବା ୪୦,୦୦୦ରୁ ଅଧିକ ଓଡ଼ିଆଙ୍କ ପାଇଁ ସପ୍ତାହରେ ତିନିଥର ସେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ପର୍ଯ୍ୟଟନ, ବାଣିଜ୍ୟ ଏବଂ ସଂଯୋଗକୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ବିଜେପି…