ଆମେରିକା ରାଷ୍ଟ୍ରପତି ନିର୍ବାଚନ : ତାଜା ସର୍ଭେରେ ଟ୍ରମ୍ପ ପଛରେ
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ନଭେମ୍ବରରେ ଅନୁଷ୍ଠିତ ହେବ । ଏ ନେଇ କରାଯାଇଥିବା ସର୍ଭେରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା କମୁଥିବା ଜଣା ପଡିଛି । ରିପୋର୍ଟ ମୁତାବକ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥର ଜୋ ବାଇଡେନ ଏହି ଦୌଡରେ ବର୍ତମାନ ସୁଦ୍ଧା ଆଗରେ ରହିଛନ୍ତି…