ଓଳିଆରୁ ଗଜା
‘ଓଳିଆରୁ ଗଜା’ କହିଲେ ଏ ପିଢୀର ପିଲାମାନେ ଓଳିଆ କ’ଣ – ବୁଝି ପାରିବେନି । ବଜାର ସହର ପିଲାମାନେ ହୁଏତ ଓଳିଆ ଦେଖି ନଥିବେ! ଓଳିଆ ଶଦ୍ଦଟି ଗତ ଶତାଦ୍ଦିର ଦ୍ୱିତୀୟାର୍ଦ୍ଧର କେତେବର୍ଷ ପର୍ଯ୍ୟନ୍ତ ବୁଝି ହେଉଥିଲା ।ଓଳିଆ ଆମ ଓଡିଶାର ଗୋଟିଏ ବହୁ ପ୍ରଚଳିତ ଗାଉଁଲୀ ଶଦ୍ଦ । ବିଜ୍ଞାନର, ବିଶେଷକରି…