୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ମାଓଦମନ ସରିବ: ଡିଜିପି
ଭୁବନେଶ୍ବର: ଓଡ଼ିଶାରୁ ମାଓ ନିପାତ ଯୋଜନା ଚାଲିଥିବା ବେଳେ କନ୍ଧମାଳରୁ ଅପରେସନ୍ ଆରମ୍ଭ ହେବ। ଏଥିପାଇଁ କନ୍ଧମାଳରେ ଡେରା ପକାଇଛନ୍ତି ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ ବି ଖୁରାନିଆ।
ଓଡ଼ିଶା ପୋଲିସ ମାର୍ଚ୍ଚ ୩୧, ୨୦୨୬ ସୁଦ୍ଧା ମାଓ କାର୍ଯ୍ୟକଳାପକୁ ସମ୍ପୂର୍ଣ୍ଣ ମୂଳପୋଛ କରିବା…