ଆମେରିକାରେ ୯୫ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା
ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୯୫,୯୨୧ ହଜାରରେ ପହଁଞ୍ଚିଛି।
ଜନ୍ ହପକିନ୍ସ ୟୁନିଭର୍ସିଟିର ରିପୋର୍ଟ ଅନୁଯାୟୀ ସେଠାରେ ୩ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୬…